ଆଜିଠୁ ଦେଶବ୍ୟାପୀ ଦୁଇ ଦିନିଆ ବ୍ୟାଙ୍କ ଧର୍ମଘଟ

ଭୁବନେଶ୍ୱର : ଆଜିଠୁ ଦେଶବ୍ୟାପୀ ୨ ଦିନିଆ ବ୍ୟାଙ୍କ ଧର୍ମଘଟ। ମାତ୍ର ୨ ପ୍ରତିଶତ ପ୍ରସ୍ତାବିତ ଦରମା ବୃଦ୍ଧି ନିଷ୍ପତ୍ତିକୁ ବିରୋଧ ସାଙ୍ଗକୁ ଅନ୍ୟାନ୍ୟ ଦାବିରେ ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛନ୍ତି ସମସ୍ତ ରାଷ୍ଟ୍ରାୟତ ବ୍ୟାଙ୍କ କର୍ମଚାରୀ। ଦାବି ପୂରଣ ନେଇ ଇଣ୍ଡିଆନ୍ ବ୍ୟାଙ୍କ୍ସ ଆସୋସିଏସନ-ଆଇବିଏ ସହ ବ୍ୟାଙ୍କ କର୍ମଚାରୀ ସଂଘର ଆଲୋଚନା ବିଫଳ ହେବା ପରେ ପୂର୍ବ ଘୋଷଣା ମୁତାବକ ଆଜି ଓ ଆସନ୍ତାକାଲି ଆନ୍ଦୋଳନ କରିବେ କର୍ମଚାରୀ।

ଏହି ଧର୍ମଘଟ ଯୋଗୁଁ ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ମାସ ଶେଷରେ ଦରମା ପ୍ରଦାନରେ ଗୁରୁତର ସମସ୍ୟା ସୃଷ୍ଟି ହେବା ଆଶଙ୍କା ସୃଷ୍ଟି ହୋଇଛି। ତାସହ ଏଟିଏମ୍ ଗୁଡ଼ିକରେ ମଧ୍ୟ ଟଙ୍କା ଅଭାବ ପରିସ୍ଥିତି ସୃଷ୍ଟି ହୋଇପାରେ। ଯାହାର ସିଧା ସଳଖ ପ୍ରଭାବ ସାଧାରଣ ଲୋକଙ୍କ ଉପରେ ପଡିବ।

ଆହୁରି ପଢ଼ନ୍ତୁ

ମୃତ୍ୟୁ ପୂର୍ବରୁ ଶେଷଥର ପାଇଁ କାହାକୁ କଲ୍‌ କରିଥିଲେ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ଦିଶା ?

କରୋନା ପଜିଟିଭ୍‌ କହି ପତ୍ନୀଙ୍କ ପାଖରୁ ଖସିଗଲେ, ଗର୍ଲଫ୍ରେଣ୍ଡ୍‌ଙ୍କ ସହ ଧରାପଡ଼ିଲେ

ନୂଆ କୃଷି ବିଲ୍‌‌କୁ କାହିଁକି ଡରୁଛନ୍ତି ଚାଷୀ ?

ଦେଶରେ ଦିନକରେ ୯୬ହଜାର ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ

ୱାଶ୍‌ରୁମ୍‌ରୁ ମିଳିଲା ଜଣାଶୁଣା ଫ୍ୟାଶନ୍‌ ଡିଜାଇନର୍‌ଙ୍କ ମୃତଦେହ

ବିରୋଧ ସତ୍ତ୍ୱେ ଲୋକସଭାରେ ପାରିତ ହେଲା କୃଷି ବିଲ

ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନିଜ ଜୀବନକୁ ବାଜିରେ ଲଗାଇ ପାଣି ଭିତରେ ପଶି କୁକୁରର ଜୀବନ ରକ୍ଷା କଲେ ହୋମଗାର୍ଡ

ମନ୍ତ୍ରୀପରିଷଦରୁ ଇସ୍ତଫା ଦେଲେ ହରସିମରତ୍ କୌର୍ ବାଦଲ

ସୀମାରେ ଚୀନ ସେନାର ନୂଆ ଷଡ଼ଯନ୍ତ୍ର

କରୋନା ମୁକାବିଲା ପାଇଁ ଏଇ ସହରରେ ଲାଗୁ ହେଲା ୧୪୪ ଧାରା

ଲଦାଖରେ ୩୦ ମହଲା ଉଚ୍ଚତାରେ ଜଗିଛନ୍ତି ଭାରତୀୟ ଯବାନ, ୯ ଚୀନ୍ ସେନା ପାଇଁ ଜଣେ ଭାରତୀୟ ସେନା ଭାରି ପଡ଼ିବ

You might also like