ଜାମ୍ମୁ ଓ କାଶ୍ମୀରରେ ପୁଣି ଆତଙ୍କବାଦୀ ଆକ୍ରମଣ; ୨ ଯବାନ ସହିଦ

ଶ୍ରୀନଗର: ଜାମ୍ମୁ ଓ କାଶ୍ମୀରରେ ପୁଣି ଆତଙ୍କବାଦୀ ଆକ୍ରମଣ। ପୁଲୱାମା ଜିଲ୍ଲାରେ ଆତଙ୍କବାଦୀ ଆକ୍ରମଣରେ ୨ଜଣ ପୋଲିସ ସହିଦ ହୋଇଥିବାବେଳେ ୩ଜଣ ଆହତ ହୋଇଛନ୍ତି।

ସୂଚନା ଅନୁସାରେ, ଆଜି ଭୋରରୁ ଆତଙ୍କବାଦୀମାନ ପୁଲୱାମା ଜିଲ୍ଲାର କୋର୍ଟ କମ୍ପ୍ଲେକ୍ସ ଠାରେ ପୋଲିସ୍‌ ଗାର୍ଡ଼ ପୋଷ୍ଟ ଉପରକୁ ପ୍ରଥମେ ଆକ୍ରମଣ କରିଥିଲେ। ଏହାପରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏହି ଘଟଣାରେ ୨ଜଣ ପୋଲିସ ସହିଦ ହୋଇଛନ୍ତି। ଅନ୍ୟପକ୍ଷରେ, ଏହି ଘଟଣା ପରେ ପୂରା ଅଞ୍ଚଳକୁ ଘେରାବନ୍ଦୀ କରାଯିବା ସହ ସର୍ଚ୍ଚ ଅପରେସନ ଜାରି ରହିଛି।

ସେହିପରି ଅନନ୍ତନାଗରେ ମଧ୍ୟ ଆତଙ୍କବାଦୀ ଆକ୍ରମଣ ହୋଇଛି। ସିଆରପିଏଫ୍‌ ଯବାନଙ୍କ ଉପରେ ଆତଙ୍କବାଦୀମାନେ ଗ୍ରେନେଡ଼ ମାଡ଼ କରିବା ଫଳରେ ୪ଜଣ ଯବାନ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ

ଭାଙ୍ଗିଲା ପୁରୁଣା ସମ୍ପର୍କ; ଏନ୍‌ଡିଏକୁ ବାଏ ବାଏ କଲା ସିରୋମଣି ଅକାଳି ଦଳ

ଅକ୍ଟୋବର-୧ରୁ ସିନେମା, ନାଟକ, ମୁକ୍ତାକାଶ ରଙ୍ଗମଞ୍ଚ ଓ ଯାତ୍ରା ଆଦିକୁ ଅନୁମତି

ସରକାରଙ୍କୁ ଏସଆଇଆଇ ଅଧ୍ୟକ୍ଷକଙ୍କ ପ୍ରଶ୍ନ; କରୋନା ଭ୍ୟାକ୍ସିନ୍ ପାଇଁ‌ ୮୦ ହଜାର କୋଟି ଅଛି ତ ?

ଜାତିସଂଘର ନିଷ୍ପତ୍ତି ଗ୍ରହଣ ବର୍ଗର ସଦସ୍ୟ ହେବା ପାଇଁ ଆଉ କେତେ ଦିନ ଅପେକ୍ଷା କରିବ ଭାରତ ?

ମିଳିତ ଜାତିସଂଘରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ: କରୋନା ମହାମାରୀ ବେଳେ ଜାତିସଂଘର ଭୂମିକା କୁଆଡ଼େ ଗଲା ?

ଡ୍ରଗ୍ସ ନେଉଥିବା କଥା ଅସ୍ୱୀକାର କଲେ ସାରା ଓ ଶ୍ରଦ୍ଧା

କେନ୍ଦ୍ର ବିଜେପିରେ ବଡ଼ଧରଣର ପରିବର୍ତ୍ତନ; କାହାକୁ କେଉଁ ଦାୟିତ୍ୱ ମିଳିଲା ଜାଣନ୍ତୁ

କଙ୍ଗନାଙ୍କ ବିରୋଧରେ ମାମଲା ରୁଜୁ

WHO ସତର୍କବାଣୀ; କରୋନାରେ ୨୦ ଲକ୍ଷ ଲୋକଙ୍କ ଜୀବନ ଯିବ

ଜାତିସଂଘରେ ପାକିସ୍ତାନ ଉପରେ ବର୍ଷିଲା ଭାରତ: କହିଲା- ‘ନିର୍ଲଜ ଦେଶ ହିଁ ଏଭଳି ମତ ରଖିପାରେ’

ଭାରତର ବନ୍ଧୁ ବୋଲି ପୁଣି ଥରେ ପ୍ରମାଣିତ କଲା ମାଲଦୀପ

NCB ଅଫିସ୍‌ରେ ହାଜର ହେଲେ ଶ୍ରଦ୍ଧା, ସାରା

You might also like