ପଥର ଖୋଳିବା ବେଳେ ଧସିଲା ପାହାଡ: ପଥର ତଳେ ୨ଜଣ ଚାପି ରହିଥିବା ସନ୍ଦେହ

କୋରାପୁଟ: କୋରାପୁଟର ଜିଲ୍ଲା ବରିପୁଟରେ ପଥର ଖୋଳିବା ବେଳେ ପାହାଡ ଧସି ୨ଜଣ ଚାପି ହୋଇ ରହିଥିବା ସନ୍ଦେହ କରାଯାଉଛି। ଗତକାଲି ତେଲେଙ୍ଗିରି ଜଳସେଚନ ପ୍ରକଳ୍ପ ନିର୍ମାଣ ପାଇଁ ପଥର ଖୋଳାଯାଉଥିବା ବେଳେ ହଠାତ ପାହାଡ ଧସି ଯାଇଥିଲା।

ଖବର ପାଇଁ ବୋରିଗୁମ୍ମା ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଚାପି ହୋଇଥିବା ଲୋକମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ କରିଥିଲେ।  କିନ୍ତୁ ବଡ ବଡ ପଥର ଖଣ୍ଡ ଖସି ପଡିଥିବାରୁ ସେମାନଙ୍କୁ ଉଦ୍ଧାର କରିବା ସମ୍ଭବପର ହୋଇନଥିଲା।  ତେବେ ଆଜି ପୁଣି ଫସି ରହିଥିବା ଲୋକମାନଙ୍କୁ ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କରାଯାଉଛି।

ଆହୁରି ପଢ଼ନ୍ତୁ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

You might also like