ଆଜି ହେଉଛି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୧ତମ ଶ୍ରାଦ୍ଧ ଦିବସ

ଭୁବନେଶ୍ୱର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ୨୧ତମ ଶ୍ରାଦ୍ଧ ଦିବସ। ଏନେଇ ରାଜ୍ୟରେ ବିଭିନ୍ନ ସ୍ଥାନରେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳୀ ଏବଂ ସ୍ମୃତି ଚାରଣ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ହୋଇଛି।

ଫରେଷ୍ଟ ପାର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି।  ସେହିପରି ଆଜି ସକାଳେ ବିନ୍ଦୁ ସାଗରରେ ବିଜେଡି ନେତା ଏବଂ କର୍ମୀଙ୍କ ଦ୍ୱାରା ବିଜୁବାବୁଙ୍କ ଉଦ୍ଦେଶ୍ୟରେ ତିଳ ତର୍ପଣ କରାଯାଇଛି।

ସେହିପରି କଟକରେ ମଧ୍ୟ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଛି। କଟକ ନଗର ବିଜେଡି ପକ୍ଷରୁ ତିଳ ତର୍ପଣ କରାଯାଇଛି। ତା’ସହ ଆନନ୍ଦଭବନଠାରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି।

ଆହୁରି ପଢ଼ନ୍ତୁ

ମହାନଦୀ ସୁରକ୍ଷା ଯାତ୍ରାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସହରାଞ୍ଚଳ ବସ୍ତିବାସିନ୍ଦାଙ୍କୁ ଜମି ଅଧିକାର

ସମସ୍ତ ବିଭାଗର ରିପୋର୍ଟ କାର୍ଡ ନେବେ ମୁଖ୍ୟମନ୍ତ୍ରୀ

ପ୍ରତି ପରିବାରକୁ ମିଳିବ ୭୦ ଲିଟର ପାନୀୟ ଜଳ

ବଢ଼ୁଛି ସାଇବର ଅପରାଧ

ଓଡ଼ିଆ ନବବର୍ଷ ଅବସରରେ ଓଡ଼ିଶାବାସୀଙ୍କୁ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ରାଜ୍ୟର ୪ଟି କୋଇଲା ଖଣିକୁ WCL ବଦଳରେ MCLକୁ ଦିଆଯାଉ : ନବୀନ

ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ଜିଲ୍ଲା ପର୍ଯ୍ୟବେକ୍ଷକମାନଙ୍କ ବୈଠକ

ପାର୍ସଲ ବୋମା ବିସ୍ଫୋରଣର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ବିଜୁ ପଟ୍ଟନାୟକଙ୍କ ଜନ୍ମସ୍ଥାନ ଆନନ୍ଦ ଭବନକୁ ଜନାର୍ପିତ କଲେ ରାଷ୍ଟ୍ରପତି

ନିର୍ବାଚନ ପ୍ରଚାର ସମୟରେ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ ଉଦ୍ୟମ ! ନବୀନ ପଟ୍ଟନାୟକଙ୍କ ଉପରକୁ ଜୋତା ଫୋପାଡିଲେ ଯୁବକ

You might also like