ଲାଇନ୍‌ଚ୍ୟୁତ ହେଲା ସୁପରଫାଷ୍ଟ ଏକ୍ସପ୍ରେସ୍‌ ଟ୍ରେନ୍‌

ମୁମ୍ବାଇ: ମହାରାଷ୍ଟ୍ରର ଲଗତପୁରୀ ରେଲୱେ ଷ୍ଟେସନ ନିକଟରେ ସୁପରଫାଷ୍ଟ ଏକ୍ସପ୍ରେସ୍‌ ଟ୍ରେନ୍‌ର ୩ଟି ବଗି ଲାଇନଚ୍ୟୁତ। ମୁମ୍ବାଇ-ହାୱଡ଼ା ମେଲ୍‌ ସୁପରଫାଷ୍ଟ ଏକ୍ସପ୍ରେସ୍‌ ଟ୍ରେନ୍‌ର ୩ଟି ବଗି ଲାଇନଚ୍ୟୁତ ହୋଇଛି। ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି।

ସୂଚନା ଅନୁସାରେ, ଟ୍ରେନ୍‌ର S-12, S-13  ଓ ପାଣ୍ଟ୍ରି କାର୍‌ ବଗି ଲାଇନ୍‌ଚ୍ୟୁତ ହୋଇଛି। ତେବେ ଏହି ଦୁର୍ଘଟଣାରେ କୌଣସି ଯାତ୍ରୀ ଆହତ ହୋଇନଥିବା ଜଣାପଡ଼ିଛି।

ଏହି ଘଟଣା ଫଳରେ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଏଥିସହ ଅନେକ ଟ୍ରେନ୍‌ ଗୁଡ଼ିକର ରୁଟ୍‌ ମଧ୍ୟ ପରିବର୍ତ୍ତନ କରାଯାଇଛି। ରେଲୱେ ପକ୍ଷରୁ ଜରୁରୀକାଳୀନ ନମ୍ବର: କଲ୍ୟାଣ 0251-2311499, ଦାଦର 022-24114836, ଲଗତପୁରୀ 02553-244020 ଜାରି କରାଯାଇଛି।

ଅନ୍ୟପକ୍ଷରେ,ଏହି ଅଘଟଣର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନି।

ଆହୁରି ପଢ଼ନ୍ତୁ

କରୋନା ଆକ୍ରାନ୍ତ ବି ଦେବେ ଭୋଟ୍

ଲଦାଖରେ ବଡ଼ ଧରଣର ଭୂକମ୍ପ

୧୬ ବର୍ଷର ଝିଅ ଆକାଉଣ୍ଟରେ ୧୦ କୋଟି ଟଙ୍କା !

ସାଧାରଣ ଲୋକଙ୍କୁ ଦିଆଗଲା ଋଷ ଭାକ୍ସିନ୍‌ ‘ସ୍ପୁଟନିକ ଭି’

ଏନ୍‌କାଉଣ୍ଟରରେ ଦୁଇ ଲସ୍କର ଆତଙ୍କୀ ନିହତ

Bihar Election 2020 Date:୩ଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ, ଭୋଟ୍‌ ଗ୍ରହଣ ସମୟ ସୀମା ୧ ଘଣ୍ଟା ବୃଦ୍ଧି

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦକ୍ଷିଣ କୋରିଆ ଅଧିକାରୀଙ୍କୁ ଗୁଳି କରି ହତ୍ୟା କରିବା ପରେ ଜାଳିଦେଲେ

ସାଇକେଲ ଧରି ମନ ଖୁସିରେ ଖେଳୁଥିଲେ ପିଲା, ଏପଟେ ଛକି ବସିଥିଲା ମାଉଣ୍ଟେନ ଲାୟନ

ଭାରତରେ Harley-Davidsonର ପ୍ରଡକ୍ଟ ଓ ସେଲ୍ ବନ୍ଦ

ଗଲୱାନ ସଂଘର୍ଷରେ କେତେ ସୈନିକଙ୍କୁ ହରାଇଛି, ହିସାବ ଦେଲା ଚୀନ

୧୨ ବର୍ଷର ନାବାଳକଙ୍କ ସମେତ ୩ ଜଣଙ୍କ ଉପରେ ଚଢ଼ିଗଲା ବସ୍‌

You might also like