ପୋଲିସ୍‌-ମାଓବାଦୀ ଗୁଳିବିନିମୟ; ୩ ମାଓବାଦୀ ମୃତ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକ୍‌ମା ଜିଲ୍ଲାରେ ପୋଲିସ ଗୁଳିରେ ୩ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ସୁକ୍‌ମା ଜିଲ୍ଲା ଚିନ୍ତାଗୁମ୍ଫା ଜଙ୍ଗଲରେ ମାଓ ଶିବିର ଚାଲିଥିବା ସୂଚନା ପାଇ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ କରିଥିଲେ।

ଏହି ସମୟରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀଙ୍କ ମୃତ୍ୟୁ ହୋଇଥିବାବେଳେ ଘଟଣାସ୍ଥଳରୁ ବହୁ ମାଓ ସାମଗ୍ରୀ ଜବତ ହୋଇଛି। ଘଟଣାସ୍ଥଳରେ ଏବେ ବି ସର୍ଚ୍ଚ ଅପରେସନ୍ ଜାରି ରହିଛି ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

ବରମୁଣ୍ଡା ବସ୍ ଷ୍ଟାଣ୍ଡ ହେବ ISBT

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

You might also like