ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ

ଶ୍ରୀନଗର: ଜାମ୍ମୁ-କାଶ୍ମୀର କୁଲ୍‌ଗାମ୍‌ରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଘଟଣା ସ୍ଥଳରୁ ପୋଲିସ ୩ଟି ବନ୍ଧୁକ ଜବତ କରିଛି। କୁଲ୍‌ଗାମ୍‌ ଜିଲ୍ଲାରୁ ଜଣେ ପୁଲିସ୍‌ କନଷ୍ଟେବଳଙ୍କୁ ଆତଙ୍କବାଦୀମାନେ ଅପହରଣ କରି ହତ୍ୟା କରିବା ପରେ ସେନା ପକ୍ଷରୁ ଏହି ଅପରେସନ୍ ଆରମ୍ଭ ହୋଇଥିଲା। ମୃତ ଆତଙ୍କବାଦୀଙ୍କ ମଧ୍ୟରେ ଜଣେ ପାକିସ୍ତାନର ବୋଲି ପୋଲିସ୍‌ ସନ୍ଦେହ କରୁଛି।

ସୂଚନାଥାଉ କି, ଶୁକ୍ରବାର କୁଲଗାମର ପୁଲିସ୍‌ କନଷ୍ଟେବଳ ସଲିମ୍‌ ଅହମ୍ମଦ୍ ଶାହଙ୍କୁ ଘରୁ ଅପହରଣ କରାଯାଇଥିବା ବେଳେ ଗତକାଲି ତାଙ୍କର ମୃତଦେହକୁ ଜବତ କରାଯାଇଥିଲା। ଯେଉଁଠାରୁ ଆତଙ୍କବାଦୀମାନେ ସଲିମ୍‌ଙ୍କୁ ଅପହରଣ କରି ନେଇଥିଲେ, ସେଠାରୁ ୨ କିଲୋମିଟର ଦୂରରେ ଏହି ଏନ୍‌କାଉଣ୍ଟର୍‌ ହୋଇଛି।

ସର୍ଚ୍ଚ ଅପରେସନ୍ ବେଳେ ଲୁଚି ରହିଥିବା ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚଳାଇଥିଲେ। ଏହା ପରେ ସୁରକ୍ଷାକର୍ମୀ ଏହାର ପାଲଟା ଜବାବ ଦେଇଥିଲେ। ଏଥିରେ ତିନି ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିଲା।

ଆହୁରି ପଢ଼ନ୍ତୁ

ସୁଶାନ୍ତ ସିଂ ମୃତ୍ୟୁ ମାମଲା; ମୁଖ୍ୟ ଅଭିଯୁକ୍ତଙ୍କୁ ଛାଡ଼ି ତଦନ୍ତ ଡ୍ରଗ୍ସ ଆଡ଼କୁ ମୁହାଁଇଛି କାହିଁକି

କରୋନା ଆକ୍ରାନ୍ତ ବି ଦେବେ ଭୋଟ୍

ଲଦାଖରେ ବଡ଼ ଧରଣର ଭୂକମ୍ପ

୧୬ ବର୍ଷର ଝିଅ ଆକାଉଣ୍ଟରେ ୧୦ କୋଟି ଟଙ୍କା !

ସାଧାରଣ ଲୋକଙ୍କୁ ଦିଆଗଲା ଋଷ ଭାକ୍ସିନ୍‌ ‘ସ୍ପୁଟନିକ ଭି’

ଏନ୍‌କାଉଣ୍ଟରରେ ଦୁଇ ଲସ୍କର ଆତଙ୍କୀ ନିହତ

Bihar Election 2020 Date:୩ଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ, ଭୋଟ୍‌ ଗ୍ରହଣ ସମୟ ସୀମା ୧ ଘଣ୍ଟା ବୃଦ୍ଧି

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦକ୍ଷିଣ କୋରିଆ ଅଧିକାରୀଙ୍କୁ ଗୁଳି କରି ହତ୍ୟା କରିବା ପରେ ଜାଳିଦେଲେ

ସାଇକେଲ ଧରି ମନ ଖୁସିରେ ଖେଳୁଥିଲେ ପିଲା, ଏପଟେ ଛକି ବସିଥିଲା ମାଉଣ୍ଟେନ ଲାୟନ

ଭାରତରେ Harley-Davidsonର ପ୍ରଡକ୍ଟ ଓ ସେଲ୍ ବନ୍ଦ

ଗଲୱାନ ସଂଘର୍ଷରେ କେତେ ସୈନିକଙ୍କୁ ହରାଇଛି, ହିସାବ ଦେଲା ଚୀନ

You might also like