ବଜ୍ରାଘାତରେ ୫ ମୃତ

ଭୁବନେଶ୍ୱର : ବଜ୍ରାଘାତରେ ୫ ମୃତ। ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ବଜ୍ରାଘାତ ଘଟି ୫ ଜଣଙ୍କ ମୃତ୍ୟୁ ହୋଇଛି। ବଲାଙ୍ଗିର ଜିଲ୍ଲାରୁ ୩ ଜଣ ପ୍ରାଣ ହରାଇଛନ୍ତି। ପାଟଣାଗଡ଼ ବେଲପଡ଼ା ଉଡ଼ିଙ୍ଗାରେ ଆମ୍ବ ତୋଟାକୁ ଆମ୍ବ ଗୋଟେଇବାକୁ ଯାଇଥିବା ବେଳେ ବଜ୍ରପାତ ହୋଇଥିଲା। ଘଟଣାସ୍ଥଳରେ ୨ ପିଲାଙ୍କ ମୃତ୍ୟୁ ହୋଇଥିଲା।

ଉଭୟ ମୃତକ ହେଲେ ୧୦ ବର୍ଷର ପୁରୁଣାନନ୍ଦ ଭୋଇ ଓ ୧୩ ବର୍ଷର ଇଶ୍ୱର ବଏ। ସେପଟେ ଟିଟିଲାଗଡ଼ ବାଙ୍କେଲ ଗାଁରେ ମଧ୍ୟ ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେହିପରି ରାଉରକେଲା କାଲସିରିଆ ଗାଁରେ ବଜ୍ରାଘାତ ଘଟି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ନୂଆପଡ଼ା ଖଡ଼ିଆଳ ଥାନା ସାନମହେଶ୍ୱର ଗାଁରେ ମଧ୍ୟ ଜଣଙ୍କ ମୃତ୍ୟୁ ହୋଇଛି।

ଆହୁରି ପଢ଼ନ୍ତୁ

କାହିଁକି ଦେବୀଙ୍କ ଘରେ ପଶିଲା CBI ?

ଭିନ୍ନ ଭିନ୍ନ ନମ୍ବର ପ୍ଲେଟ୍‌ ବ୍ୟବହାର କରାଯାଇ ବୋଲେରୋରେ ଏମିତି ଚାଲାଣ ହେଉଥିଲା ଗଞ୍ଜେଇ

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ CBI ରେଡ୍‌

ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

‘ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଉଚ୍ଚତାରେ ହିଁ ନିର୍ମାଣ ହେବ ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି’

ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

You might also like