କାନ୍ଥ ଭୁଶୁଡ଼ି ୫ ବର୍ଷର ଶିଶୁ ମୃତ୍ୟୁ

କଟକ: କଟକ ଚୌଦ୍ୱାରରେ କାନ୍ଥ ପଡ଼ି ଏକ ଦୁଃଖଦ ଘଟଣା ଘଟିଛି। କାନ୍ଥ ଭୁଶୁଡ଼ି ଜଣେ ୫ ବର୍ଷର ଶିଶୁପୁତ୍ରର ମୃତ୍ୟୁ ହୋଇଥିବାବେଳେ ଶିଶୁଟିର ବାପା ଓ  ମାଆ ଗୁରୁତର ହୋଇଛନ୍ତି।

ସେମାନଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି।  ଚୌଦ୍ୱାର ଆଗ୍ରାହାଟ ପଞ୍ଚାୟତ ଭରାଣ୍ଡି ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି।

ଗତକାଲି ରାତିରେ ଶୋଇଥିବା ବେଳେ ଦୁର୍ବଳ ମାଟି କାନ୍ଥ ଭୁଶୁଡ଼ି ପଡ଼ିଥିଲା। ଅନ୍ୟପକ୍ଷରେ ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।

ଆହୁରି ପଢ଼ନ୍ତୁ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

You might also like