ନିଖୋଜ ଯୁବକଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ ଜାରି

ରାଉରକେଲା  : ରାଉରକେଲା ଇସ୍ପାତ କାରଖାନାର ବର୍ଜ୍ୟବସ୍ତୁ ନାଳ ଦେଇ ପଶିଥିବା ୫ ଜଣ ଯୁବକଙ୍କ ଉଦ୍ଧାର ଉଦ୍ୟମ ଜାରି। ଘଟଣାସ୍ଥଳରେ ରାଉରକେଲା ଷ୍ଟିଲ ପ୍ଲାଣ୍ଟ କର୍ତ୍ତୃପକ୍ଷ, ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ନିଖୋଜ ଯୁବକଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ ଚଳାଇଛନ୍ତି।

ସୂଚନା ଅନୁସାରେ , ଗତ ୩ ତାରିଖରେ ବର୍ଜ୍ୟବସ୍ତୁ ନିଷ୍କାସନ ଟନେଲ ଦେଇ ଉଦିତନଗର ଶୀତଳପଡ଼ାର ୯  ଜଣ ଯୁବକ ପ୍ଲାଣ୍ଟ ଭିତରକୁ ଚୋରି କରିବାକୁ ପଶିଥିଲେ। ତେବେ ସେମାନଙ୍କ ମଧ୍ୟରୁ ୫ ଜଣ ବାହାରି ଆସିଥିଲେ। ଆଉ ଫସି ରହିଥିବା ଯୁବକଙ୍କୁ ଉଦ୍ଧାର କରିବାକୁ ଅଣ୍ଟାରେ ଦଉଡି ବାନ୍ଧି ଅନ୍ୟ ଦୁଇ ଯୁବକ ନାଳ ଭିତରକୁ ପଶିଥିଲେ। ସେମାନଙ୍କ ଭିତରକୁ ଜଣେ ଯୁବକ ନାଳ ଭିତରେ ଫସି ଯିବାରୁ ତାକୁ ଉଦ୍ଧାର କରିଥିଲେ ବାହାରେ ଥିବା ଲୋକେ।

ନିଖୋଜ ଯୁବକଙ୍କ ଉଦ୍ଧାର ପାଇଁ ପ୍ରଶାସନକୁ ଗୁହାରୀ କରିଛନ୍ତି ସେମାନଙ୍କ ପରିବାର ଲୋକେ।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like