ଦେବଗଡ଼ ସହରରେ ୬ ଘଣ୍ଟିଆ ବନ୍ଦ ପାଳନ

ଦେବଗଡ଼: ଭୂମିହୀନଙ୍କୁ ଘରଡ଼ିହ ଓ ଆଦିବାସୀଙ୍କୁ ଜଙ୍ଗଲ ଜମି ପଟ୍ଟା ଦାବିରେ ଆଜି ଦେବଗଡ଼ ସହରରେ ୬ ଘଣ୍ଟିଆ ବନ୍ଦ ଡ଼ାକରା ଦିଆଯାଇଛି। ଜିଲ୍ଲା କଂଗ୍ରେସ ପକ୍ଷରୁ ଏହି ବନ୍ଦ ପାଳନ ହେଉଛି।

ପୁରୁଣା ପୋଷ୍ଟ ଅଫିସ ଛକ ନିକଟରେ ଶହ ଶହ ସଂଖ୍ୟାରେ ଲୋକ ରାଜରାସ୍ତାରେ ଶୋଭାଯାତ୍ରା କରିବା ସହ ରାସ୍ତାରୋକ କରିଥିଲେ। ବନ୍ଦ ପାଳନ ଯୋଗୁଁ ମୁମ୍ବାଇ-କୋଲକାତା ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି।

ସେହିପରି ଦେବଗଡ଼ରେ ଅଫିସ୍ ଓ ଶିକ୍ଷାନୁଷ୍ଠାନ ଗୁଡିକ ବନ୍ଦ ରହିଛି। ବନ୍ଦ ପାଳନ ଯୋଗୁ ଅନେକ ମାତ୍ରାରେ ଜନଜୀବନ ପ୍ରଭାବିତ ହୋଇଛି।

ଆହୁରି ପଢ଼ନ୍ତୁ

ପ୍ରକାଶ ପାଇଲା OJEE ପରୀକ୍ଷା ସୂଚୀ

ଇନ୍‌ଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ହତ୍ୟା କଲେ ମାଓବାଦୀ

ରାଜଧାନୀରେ ଚାଞ୍ଚଲ୍ୟ: ଲୁଟେରା ଆକ୍ରମଣରେ ସ୍କୁଟିରୁ ଖସି ଯୁବତୀ ଗୁରୁତର

ବିଧାନସଭା ସମ୍ମୁଖରେ ମହିଳାଙ୍କ ବେକରେ ଛୁରୀ ଲଗାଇ ଯୁବକଙ୍କ ହାଇଡ୍ରାମା

ଦିନକରେ ଓଡ଼ିଶାରେ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

୨୪ ଘଣ୍ଟାରେ ଓଡ଼ିଶାରେ ୩,୬୧୫ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୭୧

ଆଜିଠୁ ଖୋଲିଲା ଭିତରକନିକା

ନୂଆ ନିୟମ: ଆଉ ସାଙ୍ଗରେ ଆଣିବାକୁ ପଡ଼ିବନି DL

୬୦ ଟଙ୍କା ପାଇଁ ପାନ ଦୋକାନୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ବାଲେଶ୍ୱରରେ ସଟ୍‌ଡାଉନ୍ ନିଷ୍ପତ୍ତିକୁ ବିରୋଧ

କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି

ପ୍ରାଣୀ ଉଦ୍ୟାନ ଓ ଡିୟର୍ ପାର୍କ ଖୋଲିବାର ଗାଇଡ୍ ଲାଇନ ଜାରି କଲେ ରାଜ୍ୟ ସରକାର

You might also like