ଦିନକରେ ଟଳିଲେ ୬ ମାଓବାଦୀ

କନ୍ଧମାଳ :୨୪ ଘଣ୍ଟା ଭିତରେ ରାଜ୍ୟରେ ନିହତ ହୋଇଛନ୍ତି ୬ ମାଓବାଦୀ। ବଲାଙ୍ଗିର ପରେ କନ୍ଧମାଳରେ ପୁଣି ହୋଇଛି ପୋଲିସ ଏନକାଉଣ୍ଟର।  ମିଳିଥିବା ସୂଚନା ଅନୁସାରେ, କନ୍ଧମାଳରେ ୪ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବଲାଙ୍ଗିର ଓ କନ୍ଧମାଳ ମିଶାଇ ମୋଟ ୬ଜଣ ମାଓବାଦୀ ଏନକାଉଣ୍ଟରରେ ନିହତ ହୋଇଛନ୍ତି।

କନ୍ଧମାଳ ଜିଲ୍ଲା ଗୋଲାଙ୍କି ଗାଁରେ ମାଓ ମେଳି ବେଳେ ଏନକାଉଣ୍ଟରରେ ୨ ଏବଂ ସୁଡ଼୍ରୁକୁମ୍ପାରେ ପୋଲିସ ଗୁଳିରେ ଟଳିଛନ୍ତି ୨ଜଣ କ୍ୟାଡର ମାଓବାଦୀ। ମୃତକଙ୍କ ମଧ୍ୟରେ ୨ ପୁରୁଷ ଓ ୨ ମହିଳା ମାଓବାଦୀ ବୋଲି ସୂଚନା ମିଳିଛି।  ଗୋଲାଙ୍କିରେ ମୃତ  ମାଓବାଦୀଙ୍କ ଠାରୁ ବହୁ ଅସ୍ତ୍ରଶସ୍ତ୍ର ଜବତ ହୋଇଛି।

ଆହୁରି ପଢ଼ନ୍ତୁ

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

You might also like