ଏହି ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ସମ୍ଭାବନା

ଭୁବନେଶ୍ୱର: ଦୁର୍ବଳ ହେବାରେ ଲାଗିଛି ମୌସୁମୀ।  ଆସନ୍ତା ୪୮ ଘଣ୍ଟାରେ ଉତ୍ତର-ପଶ୍ଚିମ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ବାକି ସ୍ଥାନ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ତେବେ ରାଜ୍ୟରେ ଆଜି କିଛି ସ୍ଥାନରେ ବର୍ଷା ଓ ବଜ୍ରପାତ ନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏଥିପାଇଁ ୮ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଅପରାହ୍ନ ସାଢ଼େ ୧ଟା ଯାଏଁ ସତର୍କ ପାଇଁ ପରାମର୍ଶ ଦିଆଯାଇଛି। ଏହି ସମୟରେ ଘରୁ ନ ବାହାରିବା ମଧ୍ୟ କୁହାଯାଇଛି।

ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁସାରେ, ଗଞ୍ଜାମ, ଖୋର୍ଦ୍ଧା, କଟକ, ରାୟଗଡ଼ା, ସମ୍ବଲପୁର, ଝାରସୁଗୁଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like