ଭଡ଼ା ଘରୁ ମହିଳା ଜେଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ୍ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଭଡ଼ା ଘରୁ ଜଣେ ମହିଳା ଜେଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାଁ ମଣିମାଳା ନନ୍ଦ। ସେ ତାଙ୍କ ସ୍ୱାମୀ ଦେବାଶିଷ ନନ୍ଦଙ୍କ ସହ ସିନେମା ହଲ୍ ନିକଟ ଭଡ଼ା ଘରେ ରହୁଥିଲେ। ଆଜି ସକାଳେ ସ୍ୱାମୀଙ୍କ ସହ ପାଟିତୁଣ୍ଡ ହେବାରୁ ଘର ଭିତରପଟୁ କବାଟ ଦେଇ ମଣିମାଳା ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।

ମୃତଦେହର ଗୋଡ଼ ତଳେ ଲାଗିଥିବାରୁ ଘଟଣାକୁ ନେଇ ସନ୍ଦହ ସୃଷ୍ଟି ହୋଇଛି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯିବା ପରେ ପୋଲିସ ସାଇଣ୍ଟିଫିକ୍ ଟିମ୍ ଓ ସନ୍ଧାନୀ କୁକୁର ସହ ଘଟଣା ସ୍ଥଳରେ ତନାଘନା ଚଳାଇଛି।

 

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like