ଅଣାଯିବ ଚତୁର୍ଦ୍ଧା ମୂର୍ତ୍ତିଙ୍କର ବାସୁଙ୍ଗା ପାଟ

ପୁରୀ : ଶ୍ରୀମନ୍ଦିରରେ ପୂଜା ପାଉଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ଗୁପ୍ତ ନୀତିରେ ବାସୁଙ୍ଗା ପାଟର ବେଶ୍ ଗୁରୁତ୍ୱ ରହିଛି। ଏହି ବାସୁଙ୍ଗା ପାଟ କିଭଳି ଉନ୍ନତ ମାନର ଅଣାଯିବ, ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏକ ଟିମ୍ ଆଜି କଟକ ଜିଲ୍ଲା ନୂଆପାଟଣା ଗସ୍ତ କରିବେ।

ଏହି ଟିମ୍‌ରେ ବରିଷ୍ଠ ଦଇତାପତି ସେବାୟତ ବିନାୟକ ଦାସ ମହାପାତ୍ର, କାର୍ତ୍ତିକ ଦାସ ମହାପାତ୍ର, ଗଣେଶ ଦାସ ମହାପାତ୍ରଙ୍କ ସମେତ ପାଟରା ସେବାୟତ, ବୟନିକା ଓ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ ଯିବେ। ଏବର୍ଷ ଯେପରି ଭଲ ବାସୁଙ୍ଗା ପାଟ ଆସିବ, ତା ଉପରେ ଗୁରୁତ୍ୱ ଦିଆଯାଇଛି। ଯାହା ପସନ୍ଦ ହେବ, ତାକୁ ତୁରନ୍ତ ଆଣିବା ପାଇଁ ଶ୍ରୀମନ୍ଦିର ନୀତି ପ୍ରଶାସକ କହିଛନ୍ତି।

ଆହୁରି ପଢ଼ନ୍ତୁ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

You might also like