ଆଳିକୁ ସବ୍‌ ଡ଼ିଭିଜନ ଦାବିରେ ୬ ଘଣ୍ଟିଆ ବନ୍ଦ ଡାକରା

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବ୍ଲକକୁ ସବ୍‌ ଡ଼ିଭିଜନ ଦାବିରେ ଆଜି ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ଦିନ ୧୨ଟା ଯାଏଁ  ଏହି ବନ୍ଦ ପାଳନ କରାଯାଇଥିଲା।

ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଥିଲା। ଫଳରେ ଆଳି ଓ ରାଜକନିକାର ଦୋକାନ ବଜାର ବନ୍ଦ ରହିଥିଲା। ଏଥିସହ ଯାତାୟତରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା।

ଆହୁରି ପଢ଼ନ୍ତୁ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

୨୪ ଘଣ୍ଟାରେ ସୁସ୍ଥ ହେଲେ ୪୧୦୧ କରୋନା ଆକ୍ରାନ୍ତ

ଦିନକରେ ୮ଟି ସ୍ଥାନରେ ସିବିଆଇ ରେଡ୍

୧୨ରୁ OJEE ପରୀକ୍ଷା

You might also like