ପପୁ ପମ୍‌ପମ୍‌ ଅସୁସ୍ଥ

ଭୁବନେଶ୍ୱର : ଓଲିଉଡ଼ କମେଡି କିଙ୍ଗ୍ ପପୁ ପମ୍ ପମ୍‌ଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର। ତାଙ୍କୁ ଆସନ୍ତାକାଲି ଏୟାର ଆମ୍ବୁଲାନ୍ସରେ ଭୁବନେଶ୍ୱରରୁ ନୂଆଦିଲ୍ଲୀ ନିଆଯିବ ବୋଲି ନିକଟ ସମ୍ପର୍କୀୟଙ୍କ ପକ୍ଷରୁ ସୂଚନା ମିଳିଛି।

ମିଳିଥିବା ସୂଚନା ଅନୁଯାୟୀ,  ଅଗ୍ନାଶୟ ବା ପାନ୍‌କ୍ରିୟାସ୍‌ ଜନିତ ରୋଗରେ ଆକ୍ରାନ୍ତ ହୋଇ ଗତ ତିନି ଦିନ ହେଲା ପପୁ ପମ୍ ପମ୍ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

ଆହୁରି ପଢ଼ନ୍ତୁ

କାହିଁକି ଦେବୀଙ୍କ ଘରେ ପଶିଲା CBI ?

ଭିନ୍ନ ଭିନ୍ନ ନମ୍ବର ପ୍ଲେଟ୍‌ ବ୍ୟବହାର କରାଯାଇ ବୋଲେରୋରେ ଏମିତି ଚାଲାଣ ହେଉଥିଲା ଗଞ୍ଜେଇ

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ CBI ରେଡ୍‌

ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

‘ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଉଚ୍ଚତାରେ ହିଁ ନିର୍ମାଣ ହେବ ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି’

ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

You might also like