ଶ୍ରୀତମଙ୍କୁ ED ଜେରା

ଭୁବନେଶ୍ୱର: ଅଭିନେତା ଶ୍ରୀତମ ଦାସଙ୍କୁ ଜେରା। ଭୁବନେଶ୍ୱର ସ୍ଥିତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡ଼ି) ଅଭିନେତା ଶ୍ରୀତମ ଦାସଙ୍କୁ ଜେରା କରାଯାଉଥିବା ସୂଚନା ମିଳିଛି।

ଷ୍ଟାର କନ୍‌ସଲ୍‌ଟାନ୍‌ସି ମୁଖ୍ୟ ତ୍ରିବେଣୀ ମହାନ୍ତି ଲିଙ୍କରେ ତାଙ୍କୁ ଜେରା ଚାଲିଛି।

ସୂଚନା ଅନୁସାରେ, ଓଡ଼ିଆ ଫିଲ୍ମ ‘ତୁ ଥା ମୁଁ ଯାଉଛି ରୁଷି’ ରେ ଲାଗିଥିବା ଚିଟ୍‌ଫଣ୍ଡ ଟଙ୍କାକୁ ନେଇ ଜେରା ଚାଲିଥିବା ସୂଚନା ମିଳିଛି।

 

You might also like