କର୍ଣ୍ଣାଟକ ଡ୍ରାମା: ଆସନ୍ତାକାଲି ଦେଶବ୍ୟାପୀ ପ୍ରତିବାଦ କରିବ ଅଖିଳ ଭାରତ କଂଗ୍ରେସ କମିଟି

ନୂଆଦିଲ୍ଲୀ: କର୍ଣ୍ଣାଟକରେ ବିଜେପିକୁ ସରକାର ଗଠନ ପାଇଁ ରାଜ୍ୟପାଳଙ୍କ ଆମନ୍ତ୍ରଣକୁ ଅଗଣତାନ୍ତ୍ରିକ କହିଛି କଂଗ୍ରେସ। ଏଥିପାଇଁ ଆସନ୍ତାକାଲି ଦେଶବ୍ୟାପୀ ପ୍ରତିବାଦ କରିବାକୁ ନିଷ୍ପତ୍ତି ନେଇଛି ଅଖିଳ ଭାରତ କଂଗ୍ରେସ କମିଟି।

ପ୍ରତିବାଦରେ ସବୁ ରାଜ୍ୟର ରାଜଧାନୀ ସାଙ୍ଗକୁ ଜିଲ୍ଲା ମୁଖ୍ୟାଳୟରେ ଧାରଣା ଦେବାକୁ ପ୍ରଦେଶ କଂଗ୍ରେସ କମିଟି ମାନଙ୍କୁ ନିର୍ଦ୍ଦେଶ ଦେଇଛି ଏଆଇସିସି। ପିସିସି ସଭାପତି ଓ ବରିଷ୍ଠ କଂଗ୍ରେସ ନେତାମାନେ ସାମ୍ବାଦିକ ସମ୍ମିଳନୀ କରିବା ସହ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ଦେବାକୁ ମଧ୍ୟ କୁହାଯାଇଛି। ଏ ନେଇ ଏଆଇସିସି ସାଧାରଣ ସମ୍ପାଦକ ଅଶୋକ ଗେହଲଟ୍ ସବୁ ପିସିସି ସଭାପତିଙ୍କ ନିକଟକୁ ଚିଠି ଲେଖିଛନ୍ତି।

ଆହୁରି ପଢ଼ନ୍ତୁ

କରୋନା ଆକ୍ରାନ୍ତ ବି ଦେବେ ଭୋଟ୍

ଲଦାଖରେ ବଡ଼ ଧରଣର ଭୂକମ୍ପ

୧୬ ବର୍ଷର ଝିଅ ଆକାଉଣ୍ଟରେ ୧୦ କୋଟି ଟଙ୍କା !

ସାଧାରଣ ଲୋକଙ୍କୁ ଦିଆଗଲା ଋଷ ଭାକ୍ସିନ୍‌ ‘ସ୍ପୁଟନିକ ଭି’

ଏନ୍‌କାଉଣ୍ଟରରେ ଦୁଇ ଲସ୍କର ଆତଙ୍କୀ ନିହତ

Bihar Election 2020 Date:୩ଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ, ଭୋଟ୍‌ ଗ୍ରହଣ ସମୟ ସୀମା ୧ ଘଣ୍ଟା ବୃଦ୍ଧି

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଦକ୍ଷିଣ କୋରିଆ ଅଧିକାରୀଙ୍କୁ ଗୁଳି କରି ହତ୍ୟା କରିବା ପରେ ଜାଳିଦେଲେ

ସାଇକେଲ ଧରି ମନ ଖୁସିରେ ଖେଳୁଥିଲେ ପିଲା, ଏପଟେ ଛକି ବସିଥିଲା ମାଉଣ୍ଟେନ ଲାୟନ

ଭାରତରେ Harley-Davidsonର ପ୍ରଡକ୍ଟ ଓ ସେଲ୍ ବନ୍ଦ

ଗଲୱାନ ସଂଘର୍ଷରେ କେତେ ସୈନିକଙ୍କୁ ହରାଇଛି, ହିସାବ ଦେଲା ଚୀନ

୧୨ ବର୍ଷର ନାବାଳକଙ୍କ ସମେତ ୩ ଜଣଙ୍କ ଉପରେ ଚଢ଼ିଗଲା ବସ୍‌

You might also like