୫ ଜିଲ୍ଲାକୁ ସତର୍କ ସୂଚନା: ଅପରାହ୍ନ ୪ଟା ଯାଏ ହୁସିଆର!

ଭୁବନେଶ୍ୱର: ଆଜି ରାଜ୍ୟରେ କାଳବୈଶାଖୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ଅପରାହ୍ନ ସାଢ଼େ ୪ଟା ଯାଏଁ ୫ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ସେହି ଜିଲ୍ଲା ଗୁଡ଼ିକ ହେଉଛି ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି ଓ କନ୍ଧମାଳ। ଏହି ସମୟରେ ଘରୁ ନ ବାହାରିବା ପାଇଁ ଲୋକମାନଙ୍କୁ  ସତର୍କ କରାଯାଇଛି।

ଆହୁରି ପଢ଼ନ୍ତୁ

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁର ପଶ୍ଚିମବଙ୍ଗରେ ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

You might also like