ପୁଣି ଜୋର ଧରିଲା ରମାଦେବୀ ବିଶ୍ୱବିଦ୍ୟାଳୟ ଦ୍ୱିତୀୟ କ୍ୟାମ୍ପସ ପାଇଁ ଜମି ଚିହ୍ନଟ ଦାବି

ଭୁବନେଶ୍ୱର : ରମାଦେବୀ ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସ ପାଇଁ ଜମି ଚିହ୍ନଟ ଦାବି । ଏହି ଦାବିରେ ଆଜି ରାସ୍ତାରୋକ କରିଥିଲେ ରମାଦେବୀ ଛାତ୍ରୀ। ତାସହ ରମାଦେବୀରେ ପୁଣି ଥରେ ଅଟୋନୋମସ୍ ଲାଗୁ ପାଇଁ ଦାବି କରିଛନ୍ତି ଛାତ୍ରୀ।

ରମାଦେବୀ କଲେଜକୁ ବିଶ୍ୱବିଦ୍ୟାଳୟ ଘୋଷଣା ପରେ ଏହି ଶିକ୍ଷାନୁଷ୍ଠାନର ଅଟୋନୋମସ୍ ମାନ୍ୟତା ହଟିଛି। ତାସହ ଦ୍ୱିତୀୟ କ୍ୟାମ୍ପସ ପାଇଁ ଜମି ଚିହ୍ନଟରେ ବିଳମ୍ବ ହେଉଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି।

You might also like