ଅଙ୍ଗନବାଡି ଦିଦିଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ

ଢେଙ୍କାନାଳ: ଅଙ୍ଗନବାଡି ଦିଦିଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଢେଙ୍କାନାଳ ଜିଲ୍ଲା ଗଁଦିଆ ଥାନା ଅଞ୍ଚଳରେ ଏହି ଲଜ୍ଜାଜନକ ଘଟଣା ଘଟିଛି।

ସୂଚନା ଅନୁସାରେ, ଅଙ୍ଗନବାଡି ଦିଦି ଜଣଙ୍କ ଗତକାଲି ସନ୍ଧ୍ୟା ପ୍ରାୟ ସାଢ଼େ ପାଞ୍ଚଟା ବେଳେ ଯୋରନ୍ଦାରେ ଏକ ମିଟିଂ ସାରି ତାଙ୍କ ଭାଇଙ୍କ ସହ ଗାଁକୁ ଫେରୁଥିଲେ। ଏହି ସମୟରେ ୩ ଜଣ ଯୁବକ ସେମାନଙ୍କୁ ଅଟକାଇଥିଲେ। ସେମାନେ ତାଙ୍କ ଭାଇଙ୍କୁ ମାଡ଼ ମାରି ଥିଲେ ଓ ତାଙ୍କୁ ଉଠାଇ ନେଇଥିଲେ। ପରେ ସେମାନେ ତାଙ୍କୁ ଦୁଷ୍କର୍ମ କରି ରାସ୍ତାରେ ଫୋପାଡ଼ି ଦେଇ ପଳାଇ ଯାଇଥିଲେ।

ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ। ପୁଲିସ୍‌ ସମସ୍ତ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଛି। ଘଟଣାର ତଦନ୍ତ ଚାଲିଛି।

 

ଆହୁରି ପଢ଼ନ୍ତୁ

ବଜ୍ରପାତରେ ୫ ମୃତ

ଏଣିକି ଶିକ୍ଷକଙ୍କ ଦକ୍ଷତା ମାପିବେ ଛାତ୍ରଛାତ୍ରୀ

୨୧ ଜଣିଆ ମନ୍ତ୍ରିମଣ୍ଡଳରେ ୧୩ କୋଟିପତି : ଶୀର୍ଷରେ ନବୀନ

ଚତୁର୍ଥ ଶ୍ରେଣୀ ପଢ଼ିଥିବା ବ୍ୟକ୍ତି ଚାଷ ପାଇଁ ତିଆରି କଲେ ମଟର ଚାଳିତ ଯନ୍ତ୍ର

ସ୍ୱାଭିମାନ ଅଂଚଳର ଉନ୍ନତି ପାଇଁ ଅଣ୍ଟା ଭିଡିଲେ ଗ୍ରାମବାସୀ

ପ୍ରେମ ବିବାହ ପରେ ସ୍ତ୍ରୀକୁ ଛାଡ଼ି ସ୍ୱାମୀ ଫେରାର୍‌

ପାର୍ସଲ ପେଟିରୁ ବାହାରିଲା ନାଗସାପ

ନିଜସ୍ୱ ଉଦ୍ୟମରେ ମୋବାଇଲ ଟାୱାର ନିର୍ମାଣ କଲେ ଗ୍ରାମବାସୀ

ଭୁଲ୍‌ ଇଞ୍ଜେକସନ୍ ପାଇଁ ୯ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଅଭିଯୋଗ

ଓଟିଭିର ପ୍ରଭାବ: ମାଟି ଶଙ୍ଖ ଶିଳ୍ପୀଙ୍କୁ ମିଳିଲା ପ୍ରୋତ୍ସାହନ

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା

ସମୁଦ୍ର କୂଳରେ ବିଛା ଯାଇଥିବା ଜିଓ ସିନ୍ଥେଟିକ୍‌ ଟ୍ୟୁବ୍‌ରେ ଅଗ୍ନିକାଣ୍ଡ

You might also like