ଆଇପିଏଲ୍‌ରେ ଜୁଆ କାରବାର ଅଭିଯୋଗ: ବଲିଉଡ ଅଭିନେତା ଅରବାଜ ଖାନଙ୍କୁ ପୋଲିସର ସମନ

ମୁମ୍ବାଇ: ଆଇପିଏଲ୍‌ରେ ବେଟିଂ ଅଭିଯୋଗରେ ବଲିଉଡ ଅଭିନେତା ତଥା ପ୍ରଯୋଜକ ଅରବାଜ ଖାନଙ୍କୁ ମହାରାଷ୍ଟ୍ର ଥାନେ ପୋଲିସ ସମନ ଜାରି କରିଛି। ଆସନ୍ତାକାଲି ଥାନେ କ୍ରାଇମବ୍ରାଞ୍ଚରେ ହାଜର୍ ହେବାକୁ ଅରବାଜ ଖାନଙ୍କୁ ନୋଟିସ ହୋଇଛି। ଆସନ୍ତାକାଲି ଅରବାଜଙ୍କ ବୟାନ ରେକର୍ଡ ହେବ।

ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ସାନ ଭାଇ ହେଉଛନ୍ତି ଅରବାଜ ଖାନ। ନିକଟରେ ଶେଷ ହୋଇଥିବା ଆଇପିଏଲର ବିଭିନ୍ନ ମ୍ୟାଚରେ ଅରବାଜ ଖାନ୍ ବୁକିଙ୍କୁ ଅର୍ଥ ପ୍ରଦାନ କରିଥିବା ନେଇ ଅଭିଯୋଗ ହୋବା ପରେ ଅରବାଜଙ୍କୁ ସମନ କରିଛି ମହାରାଷ୍ଟ୍ର କ୍ରାଇମବ୍ରାଞ୍ଚ।  ଆଇପିଏରେ ବେଟିଂ ନେଇ ବୁକି ସୋନୁ ଜଲାନଙ୍କୁ ଜେରା କରିବା ପରେ ଅରବାଜଙ୍କ ନାଁ ତଦନ୍ତ ଘେରକୁ ଆସିଥିବା ଜଣାପଡ଼ିଛି। ଆଇପିଏଲ୍‌ରେ ବେଟିଂ କରୁଥିବା ସୋନୁର ବାର୍ଷିକ କାରବାର ଶହେ କୋଟିରୁ ଅଧିକ ଥିବା ସୂଚନା ମିଳିଛି। ଆଇପିଏଲରେ ଅର୍ଥ କାରବାର ଅଭିଯୋଗରେ ସୋନୁ ସମେତ ୩ ଜଣ ବୁକିଙ୍କୁ ଗିରଫ କରିଛି ଠାଣେ ପୋଲିସ।

ଆହୁରି ପଢ଼ନ୍ତୁ

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

ଗଣଦୁଷ୍କର୍ମ ପରେ ଜିଭ କାଟି ଦେଇଥିଲେ, ଡାକ୍ତରଖାନାରେ ଆଖି ବୁଜିଲେ ପୀଡିତା

କୃଷି ବିଲ୍‌ ବିରୋଧକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ‘ଚାଷୀ ଯାହାକୁ ପୂଜା କରନ୍ତି, ସେଥିରେ ନିଆଁ ଲଗାଇଦେଲ !’

କରୋନା ପରେ ଚୀନ୍‌ରେ ବୁବୋନିକ ପ୍ଲେଗ ଆତଙ୍କ, ଜରୁରୀ ସ୍ଥିତି ଲାଗୁ କଲା ପ୍ରଶାସନ

ସୁଶାନ୍ତ ସିଂ ରାଜପୁତ୍‌ ମୃତ୍ୟୁ ମାମଲା; ଚୂଡ଼ାନ୍ତ ବ୍ୟବଚ୍ଛେଦ ଓ ଭିସେରା ରିପୋର୍ଟ ସିବିଆଇକୁ ଦେଲା ଏମ୍ସ

ଚୀନକୁ ଚେକ୍ ଦେବା ପାଇଁ LACରେ ଜଗିଛି ’ନିର୍ଭୟ’

You might also like