ଚୋରା ବନ୍ଧୁକ କାରବାରର ପର୍ଦ୍ଦାଫାସ

ସମ୍ବଲପୁର : ସମ୍ବଲପୁରରେ ଚୋରା ବନ୍ଧୁକ କାରବାରର ପର୍ଦ୍ଦାଫାସ। ଜଳେଇପଡ଼ା ସ୍ଥିତ ଜଣଙ୍କ ଘରୁ ୫ଟି ଚୋରା ବନ୍ଧୁକ ସହ ୧୨ଟି ଜୀବନ୍ତ ଗୁଳି ଓ ୨ଟି ଖୋକା ଜବତ କରିଛି ପୋଲିସ। ଏହି ମାମଲାରେ ଚୋରା ବନ୍ଧୁକ ବେପାରୀ ମହମ୍ମଦ ଜାହିନ ଖାନକୁ ପୋଲିସ ଗିରଫ କରିଛିା

ମହମ୍ମଦ ସହରରେ ଦୀର୍ଘ ଦିନ ହେବ ଚୋରା ବନ୍ଧୁକ କାରବାର ଚଳାଇ ଆସୁଥିଲା। ମହମ୍ମଦ ନାଁରେ ଜିଲ୍ଲାର ବିଭିନ୍ନ ଥାନାରେ ଏକାଧିକ ମାମଲା ଥିବା ପୋଲିସ ପକ୍ଷରୁ ସୂଚନା ମିଳିଛିା ତେବେ ଏହି ଘଟଣାରେ ପୋଲିସ ଏବେ ଅଧିକ ତନାଘନା ଜାରି ରହିଛିା

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like