ଆଶାରାମଙ୍କୁ ଆଜୀବନ ଜେଲ୍‌

ଯୋଧପୁର: ନାବାଳିକା ଦୁଷ୍କର୍ମ ମାମଲାରେ ଆଶାରାମ ବାପୁଙ୍କୁ ଆଜୀବନ ଜେଲ୍‌ ଦଣ୍ଡ ଶୁଣାଇଛନ୍ତି ଯୋଧପୁର ସ୍ୱତନ୍ତ୍ର କୋର୍ଟ। ମୃତ୍ୟୁ ପର୍ଯ୍ୟନ୍ତ ସେ ଜେଲ୍‌ରେ ରହିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ତାଙ୍କ ୨ ଜଣ ସହଯୋଗୀଙ୍କୁ ୨୦ ବର୍ଷ ଲେଖାଏଁ ଜେଲ୍ ଦଣ୍ଡାଦେଶ ହୋଇଛି। ଏହି ମାମଲାରେ ସମ୍ପୃକ୍ତ ଥିବା ଅନ୍ୟ ଦୁଇ ଜଣଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି ଅଦାଲତ। ଉତ୍ତର ପ୍ରଦେଶ ଶାହଜାହାଁପୁରର ନାବାଳିକାକୁ ଦୁଷ୍କର୍ମ ମାମଲାରେ ଆଜି ଆଶାରାମ ଦୋଷୀ ସାବ୍ୟସ୍ତ ହୋଇଥିଲେ।

୧୫ ଅଗଷ୍ଟ, ୨୦୧୩ ମସିହାରେ ଯୋଧପୁର ନିକଟସ୍ଥ ମନାଇ ଗାଁରେ ନାବାଳିକାଙ୍କ ସହ ଦୁଷ୍କର୍ମ କରିଥିବା ଅଭିଯୋଗ ଆଶାରାମଙ୍କ ଉପରେ ଥିଲା। ତେବେ ଆଜି ସେ ଦୋଷୀ ସାବ୍ୟସ୍ତ ପରେ ପୀଡ଼ିତାଙ୍କ ପରିବାର ଖୁସି ପ୍ରକଟ କରିଛନ୍ତି। ଏହି ମାମଲାକୁ ନେଇ ଉପର କୋର୍ଟରେ ଆବେଦନ କରିବେ ବୋଲି କହିଛନ୍ତି ଆଶାରାମଙ୍କ ଓକିଲ।

ଆହୁରି ପଢ଼ନ୍ତୁ

ଏକ କୋଟିରୁ ଅଧିକ ଗ୍ରାହକ ଆଦୌ ଦେଇ ନାହାନ୍ତି ବିଜୁଳି ବିଲ୍

ଶେଷ ଡିବେଟ୍‌ରେ ଭାରତର ବାୟୁପ୍ରଦୂଷଣ ଆମେରିକା ଠାରୁ ଖରାପ ବୋଲି କହିଲେ ଟ୍ରମ୍ପ

ତାଲିବାନ ଆତଙ୍କବାଦୀଙ୍କ ଆକ୍ରମଣରେ ୨୦ ଆଫଗାନୀ ଯବାନ ସହିଦ

ଝିଅ ବାହାଘରରେ ଖର୍ଚ୍ଚ କରିଥିଲେ ୪୮୫ କୋଟି, ଏବେ ଦେବାଳିଆ

ଖଣ୍ଡାରେ କାଟିଲେ ବର୍ଥ ଡେ’ କେକ୍‌, ଘରୁ ଉଠାଇ ନେଲା ପୋଲିସ୍‌

ବାପାଙ୍କୁ ପିଟିପିଟି ମାରିଦେଲା ୧୬ ବର୍ଷର ଝିଅ

ବୟସ ୧୪, ଉଚ୍ଚତା ୭ ଫୁଟରୁ ଅଧିକ

ନା ଅଛି ମୋବାଇଲ୍‌ ନା ଚପଲ, ତଥାପି ନିର୍ବାଚନ ଲଢ଼ୁଛନ୍ତି ୭୨ ବର୍ଷୀୟ ବୃଦ୍ଧ

ସପିଂ ମଲ୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଆମେରିକାରେ କରୋନା ଆକ୍ରାନ୍ତଙ୍କୁ ଦିଆଯିବ ରେମେଡସିଭିର୍

୧୦ ଟଙ୍କାରେ ବିରିୟାନୀ ବିକୁଥିଲେ, ଉଠାଇ ନେଲା ପୋଲିସ୍‌

ଆଶ୍ୱସ୍ତିର ଖବର; କୋଭାକ୍ସିନକୁ ମିଳିଲା ତୃତୀୟ ପର୍ଯ୍ୟାୟ କ୍ଲିନିକାଲ ଟ୍ରାଏଲ ଅନୁମତି

You might also like