ଥାନାରେ ଶାଶୁ ଓ ବୋହୂଙ୍କୁ ପିଟିବା ଘଟଣାରେ IICଙ୍କୁ ଅପସାରଣ

ପୁରୀ: ଥାନାରେ ଶାଶୁ ଓ ବୋହୂଙ୍କୁ ପିଟିବା ଘଟଣାରେ ନିମାପଡ଼ା IIC ମୃତ୍ୟୁଞ୍ଜୟ ସ୍ୱାଇଁଙ୍କୁ ଥାନାରୁ ଅପସାରଣ କରାଯାଇଛି। ତାଙ୍କୁ ପୁରୀ ହେଡକ୍ୱାର୍ଟରେ କାମ କରିବା ପାଇଁ ପଠାଯାଇଛି।

ଏହି ମାମଲାର ତଦନ୍ତ ଶେଷ ଯାଏଁ ସେ ପୁରୀ ହେଡକ୍ୱାର୍ଟରରେ କାମ କରିବେ ବୋଲି ନିର୍ଦ୍ଦେଶ ଦିଆଯାଇଛି। ପୁରୀ ଅତିରିକ୍ତ ଏସ୍‌ପି ଏହି ଘଟଣାର ତଦନ୍ତ କରୁଛନ୍ତି।

ସୂଚନାଥାଉ କି, ଘରୋଇ କଳିର ସମାଧାନ ପାଇଁ ଥାନାକୁ ଯାଇଥିବା ବେଳେ ନିମାପଡ଼ା ଥାନା ଆଇଆଇସି  ମୃତ୍ୟୁଞ୍ଜୟ ସ୍ୱାଇଁ ଶାଶୁ ଓ ବୋହୂଙ୍କୁ ଆଖିବୁଜା ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ଅନ୍ୟପକ୍ଷରେ ଏଭଳି ଅଭିଯୋଗକୁ IIC ଖଣ୍ଡନ କରିଥିଲେ।

ଆହୁରି ପଢ଼ନ୍ତୁ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ପାର୍କିଂରେ ଜଳିଉଠିଲା କାର

ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ରୋଗୀ ମୃତ୍ୟୁ ଅଭିଯୋଗ

ସାଇକ୍ଲିଙ୍ଗ ଆଣ୍ଡ୍ ଆଡଭେଞ୍ଚର କ୍ଲବର ସାଇକେଲ ଶୋଭାଯାତ୍ରା

ସାର୍ବଜନୀନ ହେବ ଶ୍ରୀମନ୍ଦିର ହୁଣ୍ଡିକୁ ଦାନ ସୁନା ରୂପାର ପରିମାଣ

ଶ୍ରୀଜଗନ୍ନାଥଙ୍କ ହୁଣ୍ଡିରେ ପଡୁଥିବା ଲୁଗା ଓ ଶାଢ଼ୀକୁ ନିଲାମ ପାଇଁ ନିଷ୍ପତ୍ତି

You might also like