ପୁଣି ଲୁଟେରାଙ୍କ ଟାର୍ଗେଟରେ ଏଟିଏମ

ବାଲେଶ୍ୱର : ବାଲେଶ୍ୱରରେ ପୁଣି ଲୁଟେରାଙ୍କ ଟାର୍ଗେଟରେ ଏଟିଏମ୍। ଗତକାଲି ରାତିରେ ସହରରେ ରାଣୀପାଟଣା ଛକରେ ଏଟିଏମ୍ ତା଼ଡ଼ି ଲୁଟ୍ ଉଦ୍ୟମ କରିଛନ୍ତି ଦୁର୍ବୃତ୍ତ। ତେବେ ପୋଲିସ ପହଞ୍ଚିଯିବାରୁ ଟଙ୍କା ନେଇନପାରି ଘଟଣାସ୍ଥଳରୁ ଫେରାର ମାରିଛନ୍ତି।

ଫଳରେ ଲୁଟ୍ ଉଦ୍ୟମ ପଣ୍ଡ ହୋଇଛି। କିଛି ଦିନ ପୂର୍ବରୁ ବାଲେଶ୍ୱର ସହରରୁ ସୁନହଟ ଓ ଆଇଟିଆଇ ଛକରୁ ଦୁଇଟି ଏଟିଏମ୍ ତାଡି କଳାକନା ବୁଲାଇଥିଲେ ଲୁଟେରା।

ଆହୁରି ପଢ଼ନ୍ତୁ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

Coronavirus Odisha News: ଦିନକରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

‘ମୃତକଙ୍କ ହେବନି କୋଭିଡ୍-୧୯‌ ଟେଷ୍ଟ୍‌’

OJEE 2020: ଆଜି ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ

ଗୁପ୍‌ଚୁପ୍ ଖାଉଥିବା ବେଳେ ତଣ୍ଟିରେ ଲାଗିଗଲା ଗୁପ୍‌ଚୁପ୍, ଚାଲିଗଲା ଜୀବନ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

You might also like