ବରମୁଣ୍ଡା ବସ୍‌ଷ୍ଟାଣ୍ଡର ହେବ ନବକଳେବର

ଭୁବନେଶ୍ୱର : ଭୁବନେଶ୍ୱର ବରମୁଣ୍ଡା ବସ୍‌ଷ୍ଟାଣ୍ଡର ହେବ ନବକଳେବର। ଏନେଇ ସଚିବାଳୟରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବରମୁଣ୍ଡାରେ ହେବ ଆନ୍ତଃରାଜ୍ୟ ବସ୍ ଟର୍ମିନାଲ।

ଆସନ୍ତା ଜୁନ୍ ଶେଷ ସୁଦ୍ଧା ରାଜିନାମା ସ୍ୱାକ୍ଷରିତ ହେବ। ୧୫ ମାସ ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରହିଛି। ନିର୍ମାଣ ପାଇଁ ୧୮୫ କୋଟି ଟଙ୍କାର ବ୍ୟୟବରାଦ ନେଇ ବୈଠକ ପରେ ସୂଚନା ଦେଇଛନ୍ତି ବିଡିଏ ଉପାଧ୍ୟକ୍ଷ କ୍ରିଷନ କୁମାର।

 

ଆହୁରି ପଢ଼ନ୍ତୁ

କାହିଁକି ଦେବୀଙ୍କ ଘରେ ପଶିଲା CBI ?

ଭିନ୍ନ ଭିନ୍ନ ନମ୍ବର ପ୍ଲେଟ୍‌ ବ୍ୟବହାର କରାଯାଇ ବୋଲେରୋରେ ଏମିତି ଚାଲାଣ ହେଉଥିଲା ଗଞ୍ଜେଇ

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ CBI ରେଡ୍‌

ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

‘ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଉଚ୍ଚତାରେ ହିଁ ନିର୍ମାଣ ହେବ ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି’

ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

You might also like