ଯାଜପୁର ରୋଡ୍‌ରେ ଭାଲୁ ଆତଙ୍କ

ଯାଜପୁର: ଯାଜପୁର ରୋଡ୍‌ରେ ଏକ ଭାଲୁ ପଶିଆସିଥିବାରୁ ଲୋକମାନଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ଶୁକ୍ରବାର ଭୋର୍ ସମୟରେ ଭାଲୁଟି ସହର ଭିତରକୁ ପଶିଆସିଛି। ଲୋକେ ଭାଲୁଟିକୁ ଘଉଡ଼ାଇବାକୁ ଟେକାପଥର ଓ ବାଣ ମାଡ଼ କରିଛନ୍ତି। ଫଳରେ ଭୟଭୀତ ହୋଇ ଦଳା ବାଇପାସ୍ ନିକଟସ୍ଥ ଏକ ବୁଦା ମୂଳରେ ଭାଲୁଟି ଲୁଚିଥିବା ଜଣାପଡ଼ିଛି।

ଘଟଣାସ୍ଥଳରେ ପୋଲିସ, ବନବିଭାଗ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚିଛନ୍ତି। ବନ ବିଭାଗ ପକ୍ଷରୁ ଜାଲ ବିଛାଯାଇଥିଲେ ମଧ୍ୟ ଭାଲୁଟିକୁ ଧରିବା ସମ୍ଭବ ହୋଇପାରିନାହିଁ। ଭାଲୁଟି ମହାଗିରି ଜଙ୍ଗଲରୁ ସହର ଭିତରକୁ ଆସିଥିବା ଅନୁମାନ କରାଯାଉଛି। ୨ ମାସ ତଳେ ମଧ୍ୟ କଳିଙ୍ଗନଗର ଭିତରକୁ ଗୋଟିଏ ଭାଲୁ ପଶିଆସିଥିଲା।

 

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like