ରତ୍ନଭଣ୍ଡାର ଚିନ୍ତା: ଯାଞ୍ଚ ପାଇଁ ମତ ରଖିଲେ ବିଜୟ ମହାପାତ୍ର

ଭୁବନେଶ୍ୱର: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର। ରତ୍ନଭଣ୍ଡାର ଚାବି ହଜିବା ଘଟଣାକୁ ନେଇ ବର୍ତ୍ତମାନ ଯେହେତୁ ସନ୍ଦେହ ଉପୁଜିଛି, ତେଣୁ ରତ୍ନଭଣ୍ଡାର ଖୋଲାହେବା ଉଚିତ୍‌ ବୋଲି ସେ କହିଛନ୍ତି ।

ଆଉଥରେ ରତ୍ନଭଣ୍ଡାର ଖୋଲି ସମସ୍ତ ଅଳଙ୍କାର ଓ ସମ୍ପତ୍ତି ଗଣା ହେବା ଆବଶ୍ୟକ ବୋଲି ବିଜୟ ମହାପାତ୍ର କହିଛନ୍ତି। ଏନେଇ ଏକ ସ୍ୱତନ୍ତ୍ର କମିଟି ଗଠନ କରିବା ଆବଶ୍ୟକ। CCTV ଲଗାଇ ରଥଯାତ୍ରା ପରେ ଅଳଙ୍କାର ଯାଞ୍ଚ ହେବା ଦରକାର। ଏହାଫଳରେ ଲୋକଙ୍କ ମନରୁ ସନ୍ଦେହ ଦୂର ହେବବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like