ବିପାସା ବସୁ ଅସୁସ୍ଥ: ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ବିପାସା ବସୁ ଅସୁସ୍ଥ I ବିପାସାଙ୍କର ଶ୍ୱାସନଳୀରେ ସମସ୍ୟା ଥିବା ଜଣା ପଡିଛି I ନିଶ୍ୱାସ ପ୍ରଶ୍ୱାସ ନେବାରେ ସମସ୍ୟା ଦେଖାଦେବାରୁ ତାଙ୍କୁ ଚିକିତ୍ସା ପାଇଁ ହିନ୍ଦୁଜା ହେଲ୍‌ଥକେୟାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଛାତିରୋଗ ବିଶେଷଜ୍ଞ ଡାକ୍ତର କିଂଜଲ ମୋଦି ତାଙ୍କର ଚିକିତ୍ସା କରୁଛନ୍ତି I

ଗତ କିଛି ଦିନ ତଳେ ବିପାସାଙ୍କ ସ୍ୱାସ୍ଥ୍ୟ ଖରାପ ଥିବା ନେଇ ଖବର ଆସିଥିଲା। ବିପାସାଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ତାଙ୍କ ସ୍ୱାମୀ କରନ ସିଂ ଗ୍ରୋବର କି ପରିବାର ଲୋକେ ମୁଁହ ଖୋଲୁ ନାହାନ୍ତି। ଛ’ ମାସ ତଳେ ସେ ଗର୍ଭବତୀ ଥିବା ଖବର ଆସିଥିଲା I କିନ୍ତୁ ଖବରକୁ ସେ ନିଜେ ଖଣ୍ଡନ କରିବା ପରେ ଚର୍ଚ୍ଚା ଥମିଥିଲା I

ଆହୁରି ପଢ଼ନ୍ତୁ

ହାଥରସ ଗଣଦୁଷ୍କର୍ମ ମାମଲା; ପରିବାର ଲୋକଙ୍କୁ ଘରେ ବନ୍ଦ କରି ପୀଡିତାଙ୍କ ଶବ ସତ୍କାର କଲା ପୋଲିସ

ପ୍ରେସିଡେନ୍‌ସିଆଲ ଡିବେଟରେ ମୁହାଁମୁହିଁ ହେଲେ ଟ୍ରମ୍ପ-ବିଡେନ

ଆସନ୍ତାବର୍ଷ ସୁଦ୍ଧା କମ୍‌ ଦାମ୍‌ରେ ମିଳିବ କରୋନା ଟିକା

୨୮ ବର୍ଷ ପରେ ଆଜି ହେବ ବାବରି ମସଜିଦ୍ ଭଙ୍ଗା ମାମଲାର ରାୟ ଶୁଣାଣି

ଏହି ରାଜ୍ୟରେ ଅକ୍ଟୋବର ୩୧ ଯାଏ ବଢ଼ିଲା ଲକ୍‌ଡାଉନ୍‌

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଏମିତି ରିପୋର୍ଟ ଦେଲା ଦିଲ୍ଲୀ ଏମ୍ସର ଡାକ୍ତରୀ ଟିମ୍

ସୁଶାନ୍ତଙ୍କ ମୃତ୍ୟୁ ସହିତ ଡ୍ରଗ୍ସ କାରବାର ତଦନ୍ତର କୌଣସି ସମ୍ପର୍କ ନାହିଁ; NCB

ଆଉ ଜଣେ ଅଭିନେତାଙ୍କ ଆତ୍ମହତ୍ୟା !

କରୋନାରୁ ସୁସ୍ଥ ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

୩୦ ବର୍ଷ ସେବା ଯୋଗାଇବା ପରେ ସତ୍ତା ହରାଇବ INS Viraat

You might also like