ବିଜେଡି ଓ କଂଗ୍ରେସ ମଧ୍ୟରେ ରହିଛି ଭିତିରି ସମ୍ପର୍କ : ଜୁଏଲ ଓରାମ୍

ଭୁବନେଶ୍ୱର : ରାଜ୍ୟରେ ବିଜେଡି ଓ କଂଗ୍ରେସ ମଧ୍ୟରେ ଚାଲିଛି ଭିତିରି ବୁଝାମଣା। ବିଜେପି ରାଜ୍ୟରେ କିଭଳି କ୍ଷମତାକୁ ନ ଆସିବ ସେ ନେଇ ଦୁଇ ଦଳ ମଧ୍ୟରେ ଭିତ୍ତିରି ବୁଝାମଣା ହୋଇଥିବା ଅଭିଯୋଗ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ୍। ଜୁଏଲ କହିଛନ୍ତି ନିକଟରେ ବିଜେପୁର ଉପ ନିର୍ବାଚନରେ କଂଗ୍ରେସ ବିଜେଡିକୁ ସମର୍ଥନ କରିବାରୁ ବିଜେଡିର ବିଜୟ ହୋଇଥିଲା।

ସେହିଭଳି ଆଗାମୀ ଦିନରେ ବି ଏହି ଦୁଇ ଦଳ ବିଜେପି ବିରୋଧରେ ମିଳିମିଶି ଅଭିଯାନ ଚଳାଇବାକୁ ଉଦ୍ୟମ କରୁଛନ୍ତି। ସୌମ୍ୟରଂଜନ ଉଭୟଙ୍କ ମଧ୍ୟରେ ସେତୁ ପରି କାମ କରୁଛନ୍ତି ବୋଲି ମଧ୍ୟ ସେ କହିଛନ୍ତି। ଆଗାମୀ ନିର୍ବାଚନରେ ବିଜେପି ଏକାକୀ ଲଢ଼ିବ ବୋଲି ଜୁଏଲ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି। ସେପଟେ ଜୁଏଲଙ୍କ ମତକୁ ନେଇ ଉଭୟ ବିଜେଡି ଓ କଂଗ୍ରେସ ସମାଲୋଚନା କରିଛନ୍ତି।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like