ଆଜିଠୁ ବିଜେଡି ମହାନଦୀ ମହାସଂଗ୍ରାମର ଦ୍ୱିତୀୟ ପର୍ଯ୍ୟାୟ

ଭୁବନେଶ୍ୱର : ଆଜିଠୁ ମହାନଦୀ ମହାସଂଗ୍ରାମର ଦ୍ୱିତୀୟ ପର୍ଯ୍ୟାୟକୁ ଓହ୍ଲାଉଛି ବିଜେଡି। ମହାନଦୀର ଓଡ଼ିଶା ପ୍ରବେଶପଥ ଝାରସୁଗୁଡ଼ାର ସୁଖାଶୋଡ଼ା ଓ ବରଗଡ଼ର ଚିଖିଲିରୁ ଆରମ୍ଭ ହେବ। ବିଜେଡିର ମହାନଦୀ ସୁରକ୍ଷା ଯାତ୍ରା ମହାନଦୀର ଦୁଇ ପାର୍ଶ୍ୱରେ ଥିବା ସୁଖାଶୋଡ଼ା ଓ ଚିଖିଲି- ଉଭୟ ସ୍ଥାନରେ ସାଧାରଣ ସଭାର ଆୟୋଜନ କରାଯାଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଇ ଦୁଇଟି ସ୍ଥାନରେ ଯୋଗ ଦେଇ ମହାନଦୀ ସୁରକ୍ଷା ଯାତ୍ରାର ଶୁଭାରମ୍ଭ କରିବେ। ୧୫ଟି ଜିଲ୍ଲା ଅତିକ୍ରମ କରି ଏଇ ଯାତ୍ରା ପାରାଦୀପରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

You might also like