ସଂସଦ ଅଧିବେଶନ ଦ୍ୱିତୀୟ ପର୍ଯ୍ୟାୟ: ବିଭିନ୍ନ ପ୍ରସଙ୍ଗକୁ ନେଇ କେନ୍ଦ୍ର ସରକାରଙ୍କୁ ଘେରିବ ବିଜେଡି

ଭୁବନେଶ୍ୱର: ଆଜିଠାରୁ ସଂସଦ ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଥିବାବେଳେ ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ବିଜେଡି କେନ୍ଦ୍ର ସରକାରଙ୍କୁ ଘେରିବ।

ବିଶେଷକରି ମହାନଦୀ ସହ ରେଲେଓ୍ୱ ପ୍ରସଙ୍ଗକୁ ଜୋରଦାର କରିବ ଦଳ। ଚଳିତ ଅଧିବେଶନରେ ସମଗ୍ର ଓଡ଼ିଶାକୁ ପୂର୍ବତଟ ରେଲୱେ ଅଧିନରେ ରଖିବାକୁ ଦାବି କରିବ ବିଜେଡି। ରାଉରକେଲା, ରାୟଗଡ଼ା ଓ ଯାଜପୁରରେ ତିନିଟି ରେଲେଓ୍ୱ ହେଡକ୍ୱାର୍ଟର ପ୍ରତିଷ୍ଠା ପାଇଁ ମଧ୍ୟ ଦଳ ଲଢ଼େଇ କରିବ।

ଏଥିସହ ମହାନଦୀ ବିବାଦ ପ୍ରସଙ୍ଗରେ ଟ୍ରିବ୍ୟୁନାଲ କିଭଳି ତାର କାର୍ଯ୍ୟକ୍ରମ ଆରମ୍ଭ କରିବ ଓ ଛତିଶଗଡ଼ ନିର୍ମାଣାଧୀନ ପ୍ରକଳ୍ପ ବନ୍ଦ କରିବ, ସେ ନେଇ ଦାବି ରଖାଯିବ।

ଅନ୍ୟପଟେ ପୋଲାଭରମ୍ ବିବାଦ, MSP, ବ୍ରାହ୍ଣଣୀରେ ଦ୍ୱିତୀୟ ସେତୁ ନିର୍ମାଣ, କୋଇଲା ରୟାଲଟି ବୃଦ୍ଧି, କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନାରେ ଅଂଶଧନ ପରିବର୍ତ୍ତନ ଓ କେନ୍ଦ୍ର ବଜେଟରେ ଓଡ଼ିଶାକୁ ଅବହେଳା ଆଦି ପ୍ରସଙ୍ଗ ସଂସଦରେ ଉଠାଇବ ବିଜେଡି।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like