ରଣନୀତି ପାଇଁ ବିଜେପିର ବୋର୍ଡ ବୈଠକ

ନୂଆଦିଲ୍ଲୀ: ଆଜି ଦିଲ୍ଲୀରେ ବିଜେପିର ବୋର୍ଡ ବୈଠକ ହେବ।  ଏଥିରେ ଆସନ୍ତା ରାଜ୍ୟସଭା ନିର୍ବାଚନ ସମ୍ପର୍କରେ ରଣନୀତି କ’ଣ ରହିବ ସେନେଇ ଆଲୋଚନା ହେବ।

ଆସନ୍ତା ଏପ୍ରିଲ ୨ରେ ୫୮ଜଣ ରାଜ୍ୟସଭା ସଦସ୍ୟଙ୍କ କାର୍ଯ୍ୟକାଳ ଶେଷ ହେଉଛି।  ଏନେଇ ଫେବୃୟାରୀ ୨୩ରେ ନିର୍ବଚାନ କମିଶନଙ୍କ ପକ୍ଷରୁ ଘୋଷଣା କରାଯାଇଥିଲା।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରବି ଶଙ୍କର ପ୍ରସାଦ, ଜେ.ପି. ନଡ୍ଡା, ଥାୱରଚାନ୍ଦ ଗେହଲଟ ଓ  ରାମଦାସ ଅଠୱାଲେଙ୍କ କାର୍ଯ୍ୟକାଳ ଶେଷ ହେଉଛି।

ଏଥିସହ  ବୋର୍ଡ ବୈଠକରେ ମେଘାଳୟ, ନାଗାଲାଣ୍ଡ, ତ୍ରିପୁରା ବିଧାନସଭା ନିର୍ବାଚନ ଫଳାଫଳ ସମ୍ପର୍କରେ ଆଲୋଚନା ହେବ।

ଆହୁରି ପଢ଼ନ୍ତୁ

୬୦ ବର୍ଷୀୟ ବୃଦ୍ଧଙ୍କ ଆଖିରୁ ବାହାରିଲା ୨୦ ଜୀବନ୍ତ କୃମି

ଭୟରେ ପାଦ ଥରୁଥିଲା, ଝାଳରେ ଭିଜି ଯାଇଥିଲେ ପାକ୍‌ ଆର୍ମି ଚିଫ୍, ଶେଷରେ ଅଭିନନ୍ଦନଙ୍କୁ ଛାଡି ଦେଇଥିଲେ

ବେଷ୍ଟ୍‌ କଷ୍ଟ୍ୟୁମ୍ ଡିଜାଇନର୍ ପୁରସ୍କାର ପାଇବେ ଏହି ଦିନ ମଜୁରିଆ

କରୋନା କାଳରେ ପୋଲିସ ଦମନଲୀଳାକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

ଗାଁ ଭିତରେ ଅଳିଆ ଫିଙ୍ଗିଥିବାରୁ କରନ୍‌ ଜୋହରଙ୍କୁ କ୍ଷମା ମାଗିବାକୁ କହିଲେ ଗୋଆ ସରକାର

ପ୍ରଧାନମନ୍ତ୍ରୀ ଦେଲେ ପ୍ରତିଶ୍ରୁତି-ସମସ୍ତଙ୍କୁ ଟିକା ମିଳିବ, କେହି ବାଦ୍‌ ପଡ଼ିବେନି

ଜୁଲାଇ ସୁଦ୍ଧା ୧୦କୋଟି ଲୋକଙ୍କୁ ମିଳିପାରିବ କରୋନା ଟିକା

କୁକୁର ବନ୍ଧା ଚେନ୍‌ରେ ପତ୍ନୀଙ୍କ ଗଳା ଚିପି ହତ୍ୟା କଲେ ସ୍ୱାମୀ, ୨ ମାସ ତଳେ ହୋଇଥିଲା ଲଭ୍‌ ମ୍ୟାରେଜ୍

‘ମୁଁ ଦୁଷ୍କର୍ମର ଶିକାର ହୋଇଥାନ୍ତି, ମୋତେ ମାରି ଦିଆଯାଇ ଥାନ୍ତା’

କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀଙ୍କୁ କରୋନା

ବିହାର ଇଲେକ୍ସନ ପ୍ରଚାର; କାହାକୁ ଜଙ୍ଗଲ୍ ରାଜ୍‌ର ଯୁବରାଜ କହିଲେ ମୋଦି ?

କରୋନା ସଂକ୍ରମିତ ବ୍ୟକ୍ତିଙ୍କ ମସ୍ତିଷ୍କକୁ ପ୍ରଭାବିତ କରୁଛି ଭୂତାଣୁ !

You might also like