ମହିଳା ସୁରକ୍ଷା ଓ ସମ୍ମାନ ଯାତ୍ରା କରିବ ବିଜେପି ମହିଳା ମୋର୍ଚ୍ଚା

ଭୁବନେଶ୍ୱର : ଆସନ୍ତା ୧୭ରୁ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ମହିଳା ସୁରକ୍ଷା ଓ ସମ୍ମାନ ଯାତ୍ରା କରିବ ବିଜେପି ମହିଳା ମୋର୍ଚ୍ଚା। ରାଜ୍ୟରେ ନାବାଳିକା ଓ ମହିଳାଙ୍କ ସହ ଦୁଷ୍କର୍ମ ଘଟଣା ବୃଦ୍ଧି ପାଉଥିବା ଅଭିଯୋଗ କରି ଆଜି ମହିଳା ମୋର୍ଚ୍ଚା ପକ୍ଷରୁ ଭୁବନେଶ୍ୱରରେ ଏକ ରାଲି ଆୟୋଜିତ ହୋଇଥିଲା।

ବିଜେପି ରାଜ୍ୟ କାର୍ଯ୍ୟାଳୟରୁ ରାଲି ବାହାରି ମାଷ୍ଟର କ୍ୟାଣ୍ଟିନ ଠାରେ ପ୍ରତିବାଦ କରିଥିଲେ ମହିଳା ମୋର୍ଚ୍ଚାର କର୍ମୀ ଓ ନେତା। ଏ ନେଇ ରାଜ୍ୟପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛି ମହିଳା ମୋର୍ଚ୍ଚା। ଗୃହ ବିଭାଗ ଦାୟିତ୍ୱରେ ନିଜେ ମୁଖ୍ୟମନ୍ତ୍ରୀ ଥିବା ବେଳେ ଏଭଳି ଘଟଣା ବୃଦ୍ଧି ପାଇବାକୁ ନିନ୍ଦା କରିବା ସହ କିଛି ସ୍ଥାନରେ ଶାସକ ଦଳର ଲୋକେ ଦୁଷ୍କର୍ମକାରୀଙ୍କୁ ଘଣ୍ଟ ଘୋଡାଉଥିବା ଅଭିଯୋଗ କରିଛି ବିଜେପି ମହିଳା ମୋର୍ଚ୍ଚା।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like