ସୋର ଓ ବାହାନଗା ବ୍ଲକ୍‌ରେ ୧୨ ଘଣ୍ଟିଆ ବନ୍ଦ ଡାକରା

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ସୋର ଓ ବାହାନଗା ବ୍ଲକ୍‌ରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି।  ସୋରକୁ ସବ୍‌ ଡ଼ିଭିଜନ ମାନ୍ୟତା ଦାବିରେ ବିଜେପି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି।

ଫଳରେ ସୋର ଓ  ବାହାନଗାରେ ଦୋକାନ ବଜାର ସହ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିଛି।  ସୋରରେ ବିଦ୍ୟୁତ ବିଭାଗ ଡିଭିଜନ, ଗ୍ରାମ୍ୟ ଉନ୍ନୟନ ବିଭାଗ ଡିଭିଜନ, କେନାଲ ବିଭାଗ ଡିଭିଜନ, ସବ୍‌ ଜେଲ୍‌ ଆଦି ଥିବା ବେଳେ କାହିଁକି ସବ୍ ଡିଭିଜନର ମାନ୍ୟତା ମିଳିଲାନି ବୋଲି ବିଜେପି ପ୍ରଶ୍ନ ଉଠାଇଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like