ଆଖିବୁଜିଲେ ବଲିଉଡ଼ ଅଭିନେତ୍ରୀ ଶ୍ରୀଦେବୀ

ମୁମ୍ବାଇ: ବଲିଓଡର ଖ୍ୟାତନାମା ଅଭିନେତ୍ରୀ ଶ୍ରୀଦେବୀଙ୍କ ପରଲୋକ ଶନିବାର ଦୁବାଇ ଠାରେ ହୋଇଥିବାର ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୫୪ ବର୍ଷ ବୟସ ହୋଇଥିଲା।

ଦୁବାଇ ଠାରେ ଜଣେ ସମ୍ପର୍କୀୟଙ୍କ ବିବାହରେ ଯୋଗଦାନ ସମୟରେ ଏଭଳି ଏକ ଦୁଃଖଦାୟକ ଘଟଣା ଘଟିଥିଲା। ଶ୍ରୀଦେବୀଙ୍କ ସହ ବିବାହ ପାର୍ଟିରେ ସ୍ୱାମୀ ବୋନି କପୁର ଏବଂ ଝିଅ ଘୁସି ମଧ୍ୟ ଥିଲେ। ସେଠାରେ ହଠାତ୍ ତାଙ୍କ ହୃଦଘାତ ହୋଇଥିଲା ପରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ତାଙ୍କ ମୃତ୍ୟୁରେ ସାରା ବଲିଓଡ ଜଗତ ସହ ଓଲିଓଡ ଏବଂ ବିଶିଷ୍ଟ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି।

ମାତ୍ର ୪ ବର୍ଷ ବୟସରୁ ଅଭିନୟ କ୍ଷେତ୍ରରେ ପାଦ ଦେଇଥିଲେ ଶ୍ରୀଦେବୀ। ଚାନ୍ଦିନୀ, ୨୦୧୨ରେ ଇଙ୍ଗଲିସ ଭିଙ୍ଗଲିସ, ମିଷ୍ଟର ଇଣ୍ଡିଆ ଆଦି ଫିଲ୍ମରେ ଅଭିନୟରେ ଜାଦୁ ଦେଖାଇ ପାରିଥିଲେ ଶ୍ରୀଦେବୀ।

ଆହୁରି ପଢ଼ନ୍ତୁ

ଜଣାଶୁଣା ଗାୟକ ବାଲାସୁବ୍ରମଣ୍ୟମଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର

‘କେଦାରନାଥ’ ଫିଲ୍ମ କାହାଣୀ ଶୁଣି କାନ୍ଦି ପକାଇଥିଲେ ସୁଶାନ୍ତ

ଅଭିନେତ୍ରୀ ପାୟଲ ଘୋଷଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା, କହିଲେ- ଯଦି ଝୁଲନ୍ତା ଅବସ୍ଥାରେ ମୋ ମୃତଦେହ ମିଳେ…

ସୁଶାନ୍ତଙ୍କ ପୂର୍ବତନ ଟ୍ୟାଲେଣ୍ଟ୍‌ ମ୍ୟାନେଜର କହିଲେ, ଶ୍ରଦ୍ଧାଙ୍କ ପାଇଁ ଅନ୍‌ଲାଇନ୍‌ରେ ଅର୍ଡର କରୁଥିଲେ…

ଆଉ ଜଣେ ବଲିଉଡ୍ ଅଭିନେତାଙ୍କ ଦେହାନ୍ତ

ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ଏନ୍‌ସିବିର ସମନ୍

ଫିଲ୍ମ ନିର୍ମାତା ମଧୁ ମନତେନାଙ୍କୁ ଏନସିବିର ଜେରା

ଗିରଫ ହେଲେ ଅଭିନେତ୍ରୀ ପୁନମ୍‌ ପାଣ୍ଡେଙ୍କ ସ୍ୱାମୀ, ୨ ସପ୍ତାହ ତଳେ ହୋଇଥିଲା ବିବାହ

ବଲିଉଡ ଡ୍ରଗ୍ସ ଲିଙ୍କ ମାମଲାରେ ନିଜ ନାଁ ଆସିବା ପରେ ମୁହଁ ଖୋଲିଲେ ଦିଆ

ଡ୍ରଗ୍ସ ଲିଙ୍କ ମାମଲାରେ ମୁହଁ ଖୋଲିଲେ ଅଭିନେତ୍ରୀ ରବିନା; କହିଲେ ‘ସଫା କରିବାର ଏହା ଠିକ୍‌ ସମୟ’

ଦୀପିକାଙ୍କୁ କଙ୍ଗନାଙ୍କ କଟ୍ଟାକ୍ଷ: ‘ମାଲ୍ ହେ କ୍ୟା’

ଅକ୍ଟୋବର ୬ ଯାଏ ଜେଲ୍‌ରେ ରହିବେ ରିୟା

You might also like