ଆଠଗଡ଼ ବିଜେଡିରେ ଗୋଷ୍ଠୀ କନ୍ଦଳ

ଆଠଗଡ଼  : ଆଠଗଡ଼ ବିଜେଡିରେ ଗୋଷ୍ଠୀ କନ୍ଦଳ। ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ବିରୋଧୀ ଅଭୟ ବାରିକଙ୍କ ଗୋଷ୍ଠୀ ପକ୍ଷରୁ ବ୍ଲକ ଘେରାଉ ଓ ବିକ୍ଷୋଭ ବେଳେ ବ୍ଲକ ପରିସରରେ ୩ଟି ବୋମାମାଡ ହୋଇଛି। ଏହା ବିଧାୟକଙ୍କ ସମର୍ଥକମାନେ କରିଥିବା ଅଭିଯୋଗ କରିଛନ୍ତି ଅଭୟଙ୍କ ଗୋଷ୍ଠୀ।  ଅଭୟଙ୍କ ସମର୍ଥିତ ସରପଞ୍ଚ ଓ ସମିତି ସଭ୍ୟମାନେ ସେମାନଙ୍କ ପଞ୍ଚାୟତରେ କୌଣସି ଉନ୍ନୟନମୂଳକ କାର୍ଯ୍ୟ ହେଉନଥିବା ଅଭିଯୋଗ କରି ଆଜି ବ୍ଳକ ଆଗରେ ଧାରଣା ଦେଇଥିଲେ।

ବିକ୍ଷୋଭକାରୀ ଓ ପ୍ରଶାସନ ମଧ୍ୟରେ ଏକ ବୁଝାମଣା ବୈଠକ ଚାଲିଥିବା ବେଳେ ବ୍ଲକ ପରିସରରେ ଥିବା ସିଡିପିଓ ଅଫିସ୍ ସାମ୍ନାରେ ୩ଟି ବୋମାମାଡ କରି ଚମ୍ପଟ ମାରିଥିଲେ ଦୁର୍ବୃତ୍ତ। ତେବେ ଏଥିରେ କାହାର କିଛି କ୍ଷତି ହୋଇନାହିଁ। ତେବେ ଏନେଇ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like