ହୋଟେଲ୍‌ ରୁମରୁ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର : ଭୁବନେଶ୍ୱରରେ ଚାଞ୍ଚଲ୍ୟ। ଏକ ହୋଟେଲ୍‌ରୁ ଯୁବକଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି।  ଏକ ରୁମ୍‌ରେ ଫ୍ୟାନ୍‌ରେ ଝୁଲନ୍ତା ଅବସ୍ଥାରେ ସେମାନଙ୍କୁ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ନାଁ ଶୁଭଙ୍କର ମାଝୀ ଓ ଯୁବତୀଙ୍କ ନାଁ ଟୁମ୍ପାରାଣୀ ପଖିରା।

ଉଭୟଙ୍କ ଘର ପଶ୍ଚିମବଙ୍ଗ ହାଓଡ଼ା ଅଞ୍ଚଳରେ ବୋଲି ଜଣାପଡ଼ିଛି। ଗତ ୨୨ ତାରିଖରୁ ସେମାନେ ହୋଟେଲର ରହି ଆସୁଥିଲେ। କମିଶନରେଟ୍‌ ପୋଲିସ୍‌ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ହେଲେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିନାହିଁ।

 

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

You might also like