କେନ୍ଦ୍ରାପଡ଼ା ଅମଲା ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ

କେନ୍ଦ୍ରାପଡ଼ା: ୪ ଦଫା ଦାବିରେ କେନ୍ଦ୍ରାପଡ଼ା  ଅମଲା ସଂଘ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରଖିଛି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଧାରଣାରେ ବସିଛନ୍ତି ୨ ଶହରୁ ଅଧିକ କର୍ମଚାରୀ। ଗତ ୧ ତାରିଖରୁ ଅମଲାମାନେ ସମୂହ ଛୁଟିରେ ଯାଇଥିଲେ। ଅମଲାମାନଙ୍କୁ  ସ୍ୱତନ୍ତ୍ର  କ୍ୟାଡ଼ରଭୁକ୍ତ କରିବା, ଗ୍ରେଡ୍‌ ପେ ୪ ହଜାର ୨ ଶହ ଟଙ୍କା କରିବା ଭଳି ଦାବି ପୂରଣ ନେଇ ଅମଲା ସଂଘ ପକ୍ଷରୁ ଆନ୍ଦୋଳନ ଚାଲିଛି। ସରକାର ଦାବି ପୂରଣ ନ କରିବା ଯାଏ ଆନ୍ଦୋଳନ ଜାରି ରଖିବାକୁ ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି।

ଆହୁରି ପଢ଼ନ୍ତୁ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁର ପଶ୍ଚିମବଙ୍ଗରେ ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

You might also like