+୨ ବି ଜଗିବ ସିସିଟିଭି

ଭୁବନେଶ୍ୱର: ପରୀକ୍ଷାକୁ ସମ୍ପୂର୍ଣ୍ଣ କପିମୁକ୍ତ କରିବାକୁ ଯୋଜନା। ମାଟ୍ରିକ ଭଳି ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରଗୁଡିକରେ ବି ଲାଗିବ ସିସିଟିଭି।  ଆସନ୍ତା ବର୍ଷ ଠୁ ଉଭୟ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାକୁ ସମ୍ପୂର୍ଣ୍ଣ କପିମୁକ୍ତ କରିବାକୁ ସିସିଟିଭି ଲଗାଯିବ ବୋଲି ଯୋଜନା ଥିବା ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର।

ଛାତ୍ରଛାତ୍ରୀ ପାଠପଢା ଉପରେ ମନନିବେଶ କରନ୍ତୁ, ଯଦି ରେଜଲ୍ଟ ଖରାପ ହେଲା ସେଥିପାଇଁ ଆଗକୁ ଛାତ୍ରଛାତ୍ରୀ ଦାୟୀ ରହିବେ। ଏଥିସହ ଶିକ୍ଷକମାନେ ମଧ୍ୟ ପାଠ ପଢାଇବା ଉପରେ ଗୁରୁତ୍ୱ ଦେବାକୁ ସେ କହିଛନ୍ତି। ସୂଚନାଥାଉ କି, ପୂର୍ବରୁ କେବଳ ପ୍ରଶ୍ନପତ୍ର ରହୁଥିବା ପରୀକ୍ଷା ହବ୍ ଗୁଡିକରେ ସିସିଟିଭି ଲାଗୁଥିଲା

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like