ହସ୍ପିଟାଲ ଛାତରୁ ଖସିଲା ପ୍ଲାଷ୍ଟର

ରାଉରକେଲା  : ହସ୍ପିଟାଲ ଛାତରୁ ଖସିଲା ପ୍ଲାଷ୍ଟର। ଅଳ୍ପକେ ବର୍ତ୍ତିଲେ ରୋଗୀ ଓ କର୍ମଚାରୀ। ଏହି ଅଭାବନୀୟ ଘଟଣା ଘଟିଛି ରାଉରକେଲା ସରକାରୀ ହସ୍ପିଟାଲରେ। ନବ ନିର୍ମିତ ପାଥୋଲାବ୍‌ର ଛାତରୁ ପ୍ଲାଷ୍ଟର ଖସି ପଡ଼ିଛି। ଏଠାରେ ରିପୋର୍ଟ ନେବାକୁ ରୋଗୀ ଆସିଥିଲେ। କର୍ମଚାରୀ ମଧ୍ୟ ବସିଥିଲେ। ସଂଯୋଗବଶତଃ ପ୍ଲାଷ୍ଟର ଖସିବାର ଠିକ୍ ପୂର୍ବରୁ ଉଠି ପଳାଇଥିବାରୁ ସେମାନେ ଅଳ୍ପକେ ବର୍ତ୍ତିଛନ୍ତି।

କମ୍ପ୍ୟୁଟର ଓ ଅନ୍ୟ ଯନ୍ତ୍ରପାତି ସାମାନ୍ୟ କ୍ଷତିଗ୍ରସ୍ତ ହୋଇଛି। ଏ ସଂପର୍କରେ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।

ଆହୁରି ପଢ଼ନ୍ତୁ

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

You might also like