ରାଜ୍ୟ ମନ୍ତ୍ରୀ ମଣ୍ଡଳରେ ଅଦଳବଦଳ : ପୂର୍ତ୍ତ, ଜଳ ସଂପଦ  ବିଭାଗ ଛାଡିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟ ମନ୍ତ୍ରୀ ମଣ୍ଡଳରେ ଅଦଳବଦଳ। ନିରଞ୍ଜନ ପୂଜାରୀ ହେଲେ ଜଳ ସଂପଦ ମନ୍ତ୍ରୀ। ସେହିଭଳି ପୂର୍ତ୍ତ ବିଭାଗ ପ୍ରଫୁଲ୍ଲ ମଲ୍ଲିକଙ୍କ ନିକଟକୁ ଯାଇଛି। ପୂର୍ତ୍ତ, ଜଳ ସଂପଦ  ବିଭାଗ ଛାଡିଛନ୍ତି ମୁଖ୍ୟମନ୍ତ୍ରୀ।

ଅନେକ ଦିନରୁ ନବୀନ ପଟ୍ଟନାୟକଙ୍କ ନିକଟରେ ଜଳ ସଂପଦ, ପୂର୍ତ୍ତ ବିଭାଗ ହାତରେ ଥିଲା। ସେହିପରି ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂହ ହେଲେ ଶକ୍ତି ବିଭାଗ ମନ୍ତ୍ରୀ। ଅନନ୍ତ ଦାସଙ୍କୁ ଉଚ୍ଚ ଶିକ୍ଷା ସହ ଶିଳ୍ପ ବିଭାଗ ଦାୟିତ୍ୱ ମିଳିଛି। ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗ ଦିଆଯାଇଛି।

ବିଜେପୁରରେ ବିଜେଡିର ବିପୁଳ ବିଜୟ ପରେ ନିର୍ବାଚନ ଦାୟିତ୍ୱରେ ଥିବା ମନ୍ତ୍ରୀଙ୍କୁ ପୁରସ୍କାର ବାବଦ ଗୁରୁତ୍ୱପୂର୍ଣ୍ଣ ବିଭାଗ ଦିଆଯାଇଥିବା ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like