ଶ୍ରୀଜୀଉଙ୍କ ରଥ ନିର୍ମାଣ ଯାଞ୍ଚ ବେଳେ ସାମ୍ନାକୁ ଆସିଲା ବିଭ୍ରାଟ

ପୁରୀ : ପୁରୀରେ ଶ୍ରୀଜୀଉଙ୍କ ରଥ ନିର୍ମାଣ ଯାଞ୍ଚ ବେଳେ ସାମ୍ନାକୁ ଆସିଲା ବିଭ୍ରାଟ। ଯାଞ୍ଚ ବେଳେ ବିଭ୍ରାଟ ଥିବା ଧରିଛି ରଥ ନିର୍ମାଣ ଇଂଜିନିୟରିଂ କମିଟି।

ଦେବଦଳନ ରଥ ପହିରେ ଫାଟ ସାଙ୍ଗକୁ ତାଳଧ୍ୱଜ ରଥ ଅଖ କାଠ ମଧ୍ୟ ଦୁର୍ବଳ ଥିବା କମିଟି ପକ୍ଷରୁ ସୂଚନା ଦିଆଯାଇଛି। ଉଭୟ ପହି ଏବଂ ଅଖ କାଠ ବଦଳା ଯିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି। ଏ ନେଇ ରଥ ନିର୍ମାଣ ଯାଞ୍ଚ କମିଟି ନିର୍ବାହୀ ଯନ୍ତ୍ରୀ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

You might also like