ପୁଣି ପିଲା ଚୋର ସନ୍ଦେହରେ ନିର୍ଧୂମ ପିଟିଲେ ଲୋକେ

ଅନୁଗୁଳୁ: ରାଜ୍ୟରେ ଥମୁନି ପିଲା ଚୋର ଗୁଜବ। ଅନୁଗୁଳ ଜିଲ୍ଲା ତାଳଚେର କଲିଅରୀ ଥାନା ମୁଣ୍ଡା ବସ୍ତିରେ ଜଣେ ଅଜଣା ବ୍ୟକ୍ତିଙ୍କୁ ପିଲା ଚୋର ସନ୍ଦେହରେ ଲୋକେ ନିସ୍ତୁକ ମାଡ ମାରିଥିବା ଅଭିଯୋଗ ହୋଇଛି।

ଗତକାଲି ରାତି ପ୍ରାୟ ୮ଟାରେ ଏହି ଘଟଣା ଘଟିଛି। ଏହି ଘଟଣା  ଖବରପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମାଡ଼ ଖାଇଥିବା ବ୍ୟକ୍ତିଙ୍କୁ ଉଦ୍ଧାର କରି ଥାନାକୁ ଆଣିଥିଲା।  ତେବେ ବ୍ୟକ୍ତି ଜଣକ ମାନସିକ ଅନଗ୍ରସର ବୋଲି ପୋଲିସ ସୂଚନା ଦେଇଛି।

ସୂଚନା ଥାଉ କି, ପିଲା ଚୋର ଗୁଜବକୁ ନେଇ ଗତ କିଛି ଦିନ ତଳେ ପୋଲିସ ଡିଜି ଏନେଇ ଆଡଭାଇଜରୀ ଜାରି କରିଥିଲେ। କୌଣସି ଅଜଣା ବ୍ୟକ୍ତି ଦେଖିଲେ ପୋଲିସକୁ ଖବର ଦେବା ସହ ଆଇନକୁ ହାତକୁ ନ ନେବା ଲାଗି ଲୋକଙ୍କୁ ଡିଜିପି ପରାମର୍ଶ ଦେଇଥିଲେ।

ଆହୁରି ପଢ଼ନ୍ତୁ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁର ପଶ୍ଚିମବଙ୍ଗରେ ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

You might also like