ବସ୍‌କୁ ପଛରୁ ପିଟିଲା ବସ୍‌: ମରଣ ମୁହଁରୁ ଅଳ୍ପକେ ବର୍ତ୍ତିଲେ ୭୦ରୁ ଅଧିକ ଯାତ୍ରୀ

ଢ଼େଙ୍କାନାଳ: ମରଣ ମୁହଁରୁ ଅଳ୍ପକେ ବର୍ତ୍ତିଲେ ୭୦ରୁ ଅଧିକ ଯାତ୍ରୀ। ଏକ ବଡ଼ ଧରଣର ବସ୍‌ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଯାତ୍ରୀ। ଢେଙ୍କାନାଳ କାମାକ୍ଷାନଗର ପରଜଙ୍ଗ ଥାନା କଟୁମୁଣ୍ଡା ଛକରେ ଗତକାଲି ବିଳମ୍ବିତ ରାତି ପ୍ରାୟ ସାଢ଼େ ୨ଟା ବେଳକୁ ଏହି ଦୁର୍ଘଟଣା ଘଟିଥିଲା।

ଗୋଟିଏ ବସ୍‌କୁ ଆଉ ଏକ ବସ୍ ପଛରୁ ପିଟିବା ଫଳରେ ଗୋଟିଏ ବସ୍ ତଳକୁ ଖସି ପଡ଼ିଥିଲା।  ଏହି ଦୁର୍ଘଟଣାରେ କାହାରି ମୃତ୍ୟୁ ହୋଇଥିବା ସୂଚନା ମିଳିନାହିଁ। ତେବେ କିଛି ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି। ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, ଏହି ୨ଟି ବସ୍‌ ଭୁବନେଶ୍ୱରରୁ ରାଉରକେଲାକୁ ଯାଉଥିଲା ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

You might also like