ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟର ୭୦ ଲକ୍ଷ ପରିବାର ପାଇଁ ସ୍ୱାସ୍ଥ୍ୟ ସୁରକ୍ଷା ସହାୟତା ଘୋଷଣା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଘୋଷଣା କରିଛନ୍ତି। ଏହି ଯୋଜନା ଅନୁଯାୟୀ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ସୁରକ୍ଷା ସହାୟତାର ବ୍ୟବସ୍ଥା କରାଯାଇଛି।

ସବୁ ସରକାରୀ ହସ୍ପିଟାଲ୍‌ରେ ବିନା ମୂଲ୍ୟରେ ସ୍ୱାସ୍ଥ୍ୟ ଚିକିତ୍ସା ଯୋଗାଇ ଦିଆଯିବା ନେଇ ଘୋଷଣା କରାଯାଇଛି। ଏଥିସହ ପ୍ରସୂତି, ନବଜାତ ଓ ଅସୁସ୍ଥ ଶିଶୁଙ୍କ ଘରୁ ଡାକ୍ତରଖାନା ଯାତାୟତ ଖର୍ଚ୍ଚ ୫ ଶହ ଟଙ୍କା ମିଳିବ। ଅଗଷ୍ଟ ୧୫ ତାରିଖରୁ ଏହି ଯୋଜନା କାର୍ଯ୍ୟକାରୀ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର

ବରିଷ୍ଠ IPS ସ୍ତରରେ ଅଦଳବଦଳ

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଦୁଷ୍କର୍ମ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଦିଅ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

You might also like