ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତା ୨୧ ତାରିଖରେ ଚତୁର୍ଥ ପାଳିର ୪ ବର୍ଷ ପୂରଣ କରିବାକୁ ଯାଉଛି ଶାସକ ବିଜେଡି। ତେବେ ଏହା ପୂର୍ବରୁ ଆଜିଠାରୁ ସମସ୍ତ ବିଭାଗର ରିପୋର୍ଟ କାର୍ଡ ନେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ବିଭାଗୀୟ ସଚିବ ମାନଙ୍କ ଉପସ୍ଥିତିରେ ଆଜିଠାରୁ ସେ ସମସ୍ତ ବିଭାଗର ସମୀକ୍ଷା କରିବେ। ଯେଉଁଥିରେ ପ୍ରତି ବିଭାଗର ୩ଟି ପ୍ରମୁଖ କାର୍ଯ୍ୟକ୍ରମର ସଫଳତା ସମ୍ପର୍କରେ ମଧ୍ୟ ବିଭାଗୀୟ ମନ୍ତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବେ। ଆଜି ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ସ୍କୁଲ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ବିଭାଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ଆଇନ ବିଭାଗ ମନ୍ତ୍ରୀଙ୍କ ଆଲୋଚନା କରି ରିପୋର୍ଟ କାର୍ଡ ନେବେ।

ସରକାରଙ୍କ ଚତୁର୍ଥ ବର୍ଷ ପୂର୍ତ୍ତି ଅବସରରେ ବସିବାକୁ ଥିବା ମନ୍ତ୍ରୀ ପରିଷଦ ବୈଠକରେ ସବୁ ବିଭାଗର ସଫଳତା ଜନସାଧାରଣଙ୍କ ଆଗରେ ରଖାଯିବ।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like