ଆସନ୍ତାକାଲି କଟକ-ଭୁବନେଶ୍ୱରରେ ଗାଡ଼ି ଚଳାଚଳ ବନ୍ଦ ରଖିବାକୁ କଂଗ୍ରେସର ଆହ୍ୱାନ

କଟକ/ଭୁବନେଶ୍ୱର: ମାତ୍ରାଧିକ ତୈଳଦର ବୃଦ୍ଧି ପ୍ରତିବାଦରେ ଆସନ୍ତାକାଲି ଉଭୟ କଟକ ଓ ରାଜଧାନୀ ଭୁବନେଶ୍ୱରରେ ୬ ଘଣ୍ଟିଆ ଗାଡ଼ି ଚଳାଚଳ ବନ୍ଦ ରଖିବାକୁ ଆହ୍ୱାନ ଦେଇଛି କଂଗ୍ରେସ। କାଲି ସକାଳ ୬ରୁ ଦିନ ୧୨ ପର୍ଯ୍ୟନ୍ତ ଉଭୟ ସହରରେ ଗାଡ଼ି ନ ଚଳାଇବାକୁ ଦଳ ପକ୍ଷରୁ ଆହ୍ୱାନ ଦିଆଯାଇଛି।

ଏନେଇ କଟକ ନଗର କଂଗ୍ରେସ କମିଟି କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। ସେପଟେ ବିଜେପି ଏହାକୁ କେବଳ ରାଜନୀତି କହିଛି।

ମହାନଦୀ ପ୍ରସଙ୍ଗକୁ ନେଇ ଖୁବ୍‌ଶୀଘ୍ର କଂଗ୍ରେସ ତରଫରୁ ଓଡ଼ିଶା ବନ୍ଦ ଡାକରା ଦିଆଯିବ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like